ସିଏମ୍‌ସି ଡେପୁଟି ମେୟର ନିର୍ବାଚନ: ସମ୍ମିଳନୀ କକ୍ଷ ଛାଡ଼ି ପଳାଇଲେ ଭାଜପା, କଂଗ୍ରେସ

କଟକ ଅଫିସ,୭ା୪: ସିଏମ୍‌ସି ଡେପୁଟି ମେୟର ନିର୍ବାଚନକୁ ଭାଜପା ଓ କଂଗ୍ରେସର ବୟକଟ। ନିର୍ବାଚନ ସମ୍ମିଳନୀ କକ୍ଷ ଛାଡ଼ି ପଳାଇଛନ୍ତି ଭାଜପା ଓ କଂଗ୍ରେସ କାଉନସିଲର। ଗଣତନ୍ତ୍ରର ଏକ ପ୍ରକାର ହତ୍ୟା କରାଯାଉଥିବା ନେଇ ଅଭିଯୋଗ କରିଛନ୍ତି ଉଭୟ ଭାଜପା ଏବଂ କଂଗ୍ରେସ। ଭୋଟଦାନ ନିୟମକୁ ସେମାନେ ବିରୋଧ କରିଛନ୍ତି।

 

ସେହିପରି ଡେପୁଟି ମେୟର ପଦ ପାଇଁ ବିଜେଡି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି କର୍ପୋରେଟର ଦମୟନ୍ତୀ ମାଝି। ଆଜି ସିଏମ୍‌ସି ଡେପୁଟି ମେୟର ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ କଟକ ଶହୀଦ ଭବନରେ ଏ ନେଇ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଡେପୁଟି ମେୟର ପ୍ରାର୍ଥୀ ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ଦାଖଲ କରିବାକୁ ଥିବା ବେଳେ ୧୧ଟାରୁ ୧୨ ଟା ମଧ୍ୟରେ ନାମାଙ୍କନ ଯାଞ୍ଚ ହେବ।

ଦିନ ୧ଟା ପୂର୍ବରୁ ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ। ଏହାପରେ ଗୋଟାଏ ୩୦ରୁ ଭୋଟିଂ ଆରମ୍ଭ ହେବ। ତେବେ ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ ସମ୍ମିଳନୀ କକ୍ଷ ଛାଡ଼ି ଭାଜପା ଓ କଂଗ୍ରେସ କାଉନସିଲରମାନେ ଚାଲିଯାଇଛନ୍ତି। ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ନିଯୁକ୍ତ ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ନିର୍ବାଚନ ପରିଚାଳନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri