କରୋନାରେ ସିଏମ୍‌ସି ଅଧିକାରୀଙ୍କ ମୃତ୍ୟୁ

କଟକ ଅଫିସ, ୫।୧୦-କଟକ ମହାନଗର ନିଗମ (ସିଏମ୍‌ସି) ପରିସଂଖ୍ୟାନ ଅଧିକାରୀ ବିଶ୍ୱନାଥ ଲେଙ୍କା(୪୯)ଙ୍କ କରୋନାରେ ମୃତ୍ୟୁ ହୋଇଛି। ସୋମବାର ବିଳମ୍ବିତ ରାତିରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ବିଶ୍ୱନାଥ କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ରହିଥିଲେ। ତେବେ ତାଙ୍କର ଶ୍ୱାସରୋଗ ଥିବାରୁ ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ସ୍ବାସ୍ଥାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ରଖାଯିବା ସହ ପ୍ଲାଜମା ଥେରାପି କରାଯାଇଥିଲା। ମାତ୍ର କୌଣସି ସୁଫଳ ମିଳି ନ ଥିଲା। ସେ ୨୦୧୮ ଅଗଷ୍ଟରେ ସିଏମ୍‌ସିରେ ପରିସଂଖ୍ୟାନ ଅଧିକାରୀ ଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର...

ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି, ପାର୍କିଂ ଫିକୁ ବିରୋଧ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଏମ୍‌ସି ହୋଲ୍ଡିଂ ଟିକସ ବୃଦ୍ଧି ଓ ବେଆଇନ ପାର୍କିଂ ଫି ଆଦାୟକୁ ତୀବ୍ର ବିରୋଧ କରିଛି ସମାଜବାଦୀ ପାର୍ଟି, ସିପିଏମ୍‌, ଫର୍‌ଓ୍ବାର୍ଡ଼ ବ୍ଲକ୍‌...

ଯୋଜନା ଅଛି, ସୁହାଉନାହିଁ

ଜଗତ୍‌ସିଂହପୁର ଅଫିସ,୧୭ା୧: କୃଷିଭିତ୍ତିକ ଉଦ୍ୟୋଗ ସ୍ଥାପନ ସାଙ୍ଗକୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ଦ୍ରୁତ ବିକାଶକୁ ଆଖି ଆଗରେ ରଖି ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ...

ସଞ୍ଜ ହେଲେ ତାଟିକବାଟ ବନ୍ଦ

ଯୋଡ଼ା/ଚମ୍ପୁଆ,୨୯ ।୪(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମୟୂରଭଞ୍ଜ ଜିଲାରୁ ଆସିଥିବା ହାତୀପଲ ଆତଙ୍କ ଖେଳାଇଛନ୍ତି। ଦୁଇ ଦିନ ହେଲା ଏହି ହାତୀପଲ ଚମ୍ପୁଆ...

‘ନିର୍ଦ୍ଧାରିତ ସମୟରେ ଏମ୍‌ଜିଏନ୍‌ଆରଇଜିଏସ୍‌ ଅର୍ଥ ଦିଅ’

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ଓଡ଼ିଶା ସରକାର ଶ୍ରମିକମାନଙ୍କୁ ଠିକ୍‌ ସମୟରେ ଶତପ୍ରତିଶତ ମଜୁରି ପ୍ରଦାନ କରୁଛନ୍ତି। ଲୋକଙ୍କ ହାତକୁ ଅଧିକ...

ଭିକ୍ଷା ବୃତ୍ତିରେ ଲଗାଇବାକୁ ଚୋରି: ଅପହୃତ୍ତ ନାବଳକ ଉଦ୍ଧାର, ମହିଳା ଗିରଫ

ଭୁବନେଶ୍ୱର,୯।୨(ବ୍ୟୁରୋ)- ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରୁ ଛୁଆ ଚୋରି କରିବା ଅଭିଯୋଗରେ ସମ୍ପୃକ୍ତ ମହିଳାଙ୍କୁ ଇନ୍‌ଫୋସିଟି ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତା ହେଲେ ଭଦ୍ରକ...

ବଢୁଛି ଚୋରି, ମାମଲା ରୁଜୁକରି ପୋଲିସ ଚୁପ୍‌

ଖୁଣ୍ଟୁଣୀ,୩୧ା୮(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ କିଛି ମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗକାରୀମାନେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ପୋଲିସ...

୨୨ ଦିନରେ ଗଲାଣି ୩୫୪ ଜୀବନ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ) :ରାଜ୍ୟରେ ହ୍ରାସ ପାଉଥିବା ଦୈନିକ ସଂକ୍ରମଣ ଆଶ୍ୱସ୍ତି ଦେଉଥିବାବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ଅଗଷ୍ଟରେ ୩୧୫ଜଣ ଓ ସେପ୍ଟେମ୍ବରରେ ୩୫୦ଜଣଙ୍କର କରୋନାରେ ମୃତ୍ୟୁ...

Advertisement
Archives

Model This Week