ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍‌ସି) ନୂଆ ମାର୍ଗଦର୍ଶିକା ଜାରି କରିଛି।
ଏଣିକି ବିବାହ ଉତ୍ସବରେ କେବଳ ୧୦୦ଜଣ ଉପସ୍ଥିତ ରହିପାରିବେ। ଶୁଦ୍ଧି କାର୍ଯ୍ୟରେ ୫୦ ଜଣଙ୍କୁ ଅନୁମତି ମିଳିବ। ବିବାହ ଓ ଶୁଦ୍ଧି କାର୍ଯ୍ୟରେ କୋଭିଡ ଗାଇଡ୍‌ କଡ଼ାକଡ଼ି ଭାବେ ପାଳନ ହେବ। ସମ୍ମିଳନୀ ଓ ସମାବେଶ ଉପରେ ରୋକ ଲଗାଇଛି ସିଏମ୍‌ସି। କୌଣସି ଅନୁଷ୍ଠାନର ସୁବର୍ଣ୍ଣ, ରୌପ୍ୟ ଓ ଶତବାର୍ଷିକୀ ପାଳନକୁ ବନ୍ଦ କରାଯାଇଛି। ଏହା ସହିତ କୌଣସି ସଂସ୍ଥା ଓ ଶିକ୍ଷାନୁଷ୍ଠାନର ବାର୍ଷିକ ଉତ୍ସବ ମଧ୍ୟ ହୋଇପାରିବ ନାହିଁ। ଆସନ୍ତା ୬ ତାରିଖରୁ ଲାଗୁ ହେବ ଏହି ମାର୍ଗଦର୍ଶିକା। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଛି।
ଗତ ୨ ତାରିଖ ସୁଦ୍ଧା ସିଏମ୍‌ସି ଅଞ୍ଚଳରେ ୧୬୭୦୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬୭୦୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୫୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri