ବିଜେଡି ନିଜ ପ୍ରାର୍ଥୀଙ୍କୁ ବିକ୍ରୟକରି ଅକର୍ମଣ୍ୟ ହୋଇଯାଇଛି, କାହିଁକି ଏମିତି କହିଲେ…

ନୂଆପଡ଼ା,୧୫।୧୦ (ମକାରୁ ବେମାଲ): ବିଜେଡି ନିଜ ପ୍ରାର୍ଥୀଙ୍କୁ ବିକ୍ରୟ କରି ଅକର୍ମଣ୍ୟ ହୋଇଯାଇଛି। ମଙ୍ଗଳବାର କୋମନା ବ୍ଲକ ଲଖନା ଖେଳ ପଡିଆଠାରେ କଂଗ୍ରେସ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେବିଜେଡି ନିଜ ପ୍ରାର୍ଥୀଙ୍କୁ ବିକ୍ରୟକରି ଅକର୍ମଣ୍ୟ ହୋଇଯାଇଛି, କାହିଁକି ଏମିତି କହିଲେ…
ନୂଆପଡ଼ା,୧୫ା୧୦(ମକାରୁ ବେମାଲ): ବିଜେଡି ନିଜ ପ୍ରାର୍ଥୀଙ୍କୁ ବିକ୍ରୟ କରି ଅକର୍ମଣ୍ୟ ହୋଇଯାଇଛି। ମଙ୍ଗଳବାର କୋମନା ବ୍ଲକ ଲଖନା ଖେଳ ପଡିଆଠାରେ କଂଗ୍ରେସ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ପିସିସି ସଭାପତି ଭକ୍ତଚରଣ ଦାସ ଏହା କହିଛନ୍ତି। ସେ ଆହୁରି କହିଛନ୍ତି, ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନ ବିଳମ୍ବ ହେଉଥିବା ବେଳେ କଂଗ୍ରେସ ନିର୍ବାଚନୀ ମଇଦାନକୁ ଓହ୍ଲାଇ ପ୍ରଚାର କାର୍ଯ୍ୟ ଆରମ୍ଭ କରିଦେଇଛି। ଭାଜପାର ଜୟ ଢୋଲକିଆଙ୍କ ନାମ ଏକପ୍ରକାର ଚୂଡାନ୍ତ ହୋଇଥିବା ବେଳେ ଘୋଷଣା ନ କରି ମାନସ ମନ୍ଥନ କରୁଛି। ପ୍ରାର୍ଥୀ ଚୟନରେ ଅସମର୍ଥ ଥିବାରୁ ଉଭୟ ଦଳର କର୍ମୀ କଂଗ୍ରେସ ସପକ୍ଷରେ ଆସୁଛନ୍ତି। ପ୍ରତିଦିନ ଶତାଧିକ କର୍ମୀ ଯୋଗଦେଉଥିବାରୁ କଂଗ୍ରେସର ସ୍ଥିତି ସୁଦୃଢ଼ ହେବାରେ ଲାଗିଛି। ଚଳିତ ଉପ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ବହୁମତରେ ବିଜୟୀ ହେବେ ବୋଲି ଭକ୍ତ କହିଛନ୍ତି। ମିଶ୍ରଣ ପର୍ବରେ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହା ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷକ, ସରପଞ୍ଚ, ପୂର୍ବତନ ସରପଞ୍ଚ, ଅନ୍ୟ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ରହିଛନ୍ତି। କାର୍ଯ୍ୟକ୍ରମରେ ଜାତୀୟ କଂଗ୍ରେସ ମୁଖପାତ୍ର ହମିତ ହୁସେନ, ନୂଆପଡ଼ା ଜିଲା ପର୍ଯ୍ୟବେକ୍ଷକ ମୁରଲୀଧର ନାୟକ, ଗରିବସେନା ଆବାହକ ରବି ମଙ୍ଗରାଜ, ଜିଲା ପରିଷଦ ସଭ୍ୟ ଭରତ ଲାଲ ରାଉତ, ଅଙ୍କିତ ସିଂଘାଇ, ଯୁବ କଂଗ୍ରେସ ରାଜ୍ୟ ସମ୍ପାଦକ ଶାହରୁଖ ଖାନ, ଯୁବ କଂଗ୍ରେସ ଜିଲା ସଭାପତି ଅମିତ କୁମାର ଅହିର, ଖଡିଆଳ ବିଧାୟକ ପ୍ରାର୍ଥୀ କମଳ ଚରଣ ତାଣ୍ଡି, ଈଶାକ ମହମ୍ମଦ, ଭକ୍ତରାମ ଶବର, କୈଳାସ ଚନ୍ଦ୍ର ବାଗ ପ୍ରମୁଖ ଉପସ୍ଥିତ ଥିଲେ।
ଫଟୋ-କଂଗ୍ରେସର ମିଶ୍ରଣପର୍ବରେ ଯୋଗଦେଇଥିବା ଅତିଥିମାନେ। ଯୋଗଦେଇ ପିସିସି ସଭାପତି ଭକ୍ତଚରଣ ଦାସ ଏହା କହିଛନ୍ତି। ସେ ଆହୁରି କହିଛନ୍ତି, ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନ ବିଳମ୍ବ ହେଉଥିବା ବେଳେ କଂଗ୍ରେସ ନିର୍ବାଚନୀ ମଇଦାନକୁ ଓହ୍ଲାଇ ପ୍ରଚାର କାର୍ଯ୍ୟ ଆରମ୍ଭ କରିଦେଇଛି। ଭାଜପାର ଜୟ ଢୋଲକିଆଙ୍କ ନାମ ଏକପ୍ରକାର ଚୂଡାନ୍ତ ହୋଇଥିବା ବେଳେ ଘୋଷଣା ନ କରି ମାନସ ମନ୍ଥନ କରୁଛି। ପ୍ରାର୍ଥୀ ଚୟନରେ ଅସମର୍ଥ ଥିବାରୁ ଉଭୟ ଦଳର କର୍ମୀ କଂଗ୍ରେସ ସପକ୍ଷରେ ଆସୁଛନ୍ତି। ପ୍ରତିଦିନ ଶତାଧିକ କର୍ମୀ ଯୋଗଦେଉଥିବାରୁ କଂଗ୍ରେସର ସ୍ଥିତି ସୁଦୃଢ଼ ହେବାରେ ଲାଗିଛି। ଚଳିତ ଉପ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ବହୁମତରେ ବିଜୟୀ ହେବେ ବୋଲି ଭକ୍ତ କହିଛନ୍ତି। ମିଶ୍ରଣ ପର୍ବରେ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହା ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷକ, ସରପଞ୍ଚ, ପୂର୍ବତନ ସରପଞ୍ଚ, ଅନ୍ୟ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ରହିଛନ୍ତି। କାର୍ଯ୍ୟକ୍ରମରେ ଜାତୀୟ କଂଗ୍ରେସ ମୁଖପାତ୍ର ହମିତ ହୁସେନ, ନୂଆପଡ଼ା ଜିଲା ପର୍ଯ୍ୟବେକ୍ଷକ ମୁରଲୀଧର ନାୟକ, ଗରିବସେନା ଆବାହକ ରବି ମଙ୍ଗରାଜ, ଜିଲା ପରିଷଦ ସଭ୍ୟ ଭରତ ଲାଲ ରାଉତ, ଅଙ୍କିତ ସିଂଘାଇ, ଯୁବ କଂଗ୍ରେସ ରାଜ୍ୟ ସମ୍ପାଦକ ଶାହରୁଖ ଖାନ, ଯୁବ କଂଗ୍ରେସ ଜିଲା ସଭାପତି ଅମିତ କୁମାର ଅହିର, ଖଡିଆଳ ବିଧାୟକ ପ୍ରାର୍ଥୀ କମଳ ଚରଣ ତାଣ୍ଡି, ଈଶାକ ମହମ୍ମଦ, ଭକ୍ତରାମ ଶବର, କୈଳାସ ଚନ୍ଦ୍ର ବାଗ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri