କଟକର ଘରୋଇ କଲେଜରୁ ୧୨ ଆକ୍ରାନ୍ତ ଚିହ୍ନଟ ଘଟଣା: କଣ୍ଟାକ୍ଟ ଟ୍ରେସିଂ କରିବ ସିଏମ୍‌ସି

କଟକ ଅଫିସ,୧୮।୩: କଟକରେ ଧିରେ ଧିରେ ବଢ଼ିବାରେ ଲାଗିଲାଣି କରୋନା ସଂକ୍ରମଣ। ସହରର ଏକ ଘରୋଇ କଲେଜରୁ ୧୨ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଉକ୍ତ କଲେଜକୁ ଅସ୍ଥାୟୀ ଭାବେ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଆବଶ୍ୟକ ପଡ଼ିଲେ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ ଭାବେ ଘୋଷଣା କରିବା। ଏବେ ସମସ୍ତ ପଜିଟିଭ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ନେଇ ସିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ନରକଙ୍କାଳ

ବଡବିଲ,୭।୧୦:(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ଗନ୍ଧଲପଦା ଗ୍ରାମ ଜଙ୍ଗଲରୁ ଏକ ନରକଙ୍କାଳକୁ ପୋଲିସ ମଙ୍ଗଳବାର ଜବତକରି ବ୍ୟବଚ୍ଛେଦ ନିମନ୍ତେ କଟକସ୍ଥିତ ଏଫ୍‌ଏମଟି (ଫରେନସିକ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଧାନଘରା ଗ୍ରାମର ମା’ଲକ୍ଷ୍ମୀ ନାରାୟଣୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ...

‘ଯାଯାବର’ଙ୍କ ପାଇଁ ସ୍ଥିତି ଜଟିଳ

ଢେଙ୍କାନାଳ ଅଫିସ, ୧୦।୨: ଓଡ଼ିଶାର ଶିମିଳିପାଳ ପରେ ହାତୀସଂଖ୍ୟାରେ ଦ୍ୱିତୀୟ ସ୍ଥାନରେ ରହିଛି ଢେଙ୍କାନାଳ। ଏଠାରେ ହାତୀ-ମଣିଷ ସଂଘର୍ଷ ମଧ୍ୟ କିଛି କମ୍‌ ନୁହେଁ। ଗଜ...

୩ ବର୍ଷ ହେବ ଚାଉଳ ନେଇଛି ଭୂତ

ତେନ୍ତୁଳିଖୁଣ୍ଟି, ୨୬।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଲିଖୁଣ୍ଟି ବ୍ଲକ ପୁଜାରୀଗୁଡ଼ା ପଞ୍ଚାୟତରେ ଜାତୀୟ ଖାଦ୍ୟ ନିରାପତ୍ତା ଆଇନରେ ଚାଉଳ ବଣ୍ଟନରେ ଅନିୟମିତତା ହେଉଛି। ଉକ୍ତ ଯୋଜନାରେ ମୃତ...

୧୧ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ

ସମ୍ବଲପୁର, ୯ା୭(ବ୍ୟୁରୋ):ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂର୍ବାହ୍ନ ୧୧ଟାରେ ଜଳଭଣ୍ଡାର ଗେଟ୍‌ ଖୋଲାଯିବ ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା...

ଢେଙ୍କାନାଳ ସହରରେ ସିରିଜ ଦୁର୍ଘଟଣାକୁ ନେଇ ଉତ୍ତେଜନା:୪ ବାଇକ୍‌କୁ ଧକ୍କା ଦେଲା କାର୍‌

ଢେଙ୍କାନାଳ ଅଫିସ,୨୮ା୧୨ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ପଛପାଖ କଚେରୀ ରୋଡ୍‌ରେ ଶୁକ୍ରବାର ସିରିଜ ଦୁର୍ଘଟଣା ଘଟିଛି। ନିଶାଶକ୍ତ ଅବସ୍ଥାରେ ଥିବା ଏକ କାର୍‌ ଚାଳକ ଦ୍ରୁତ...

ମନ୍ଦିର ସମ୍ମୁଖରେ ନିର୍ମାଣକୁ ନେଇ ବିରୋଧ

ଆଠଗଡ଼,୧୦ା୩(ଡି.ଏନ୍‌.ଏ.): କଟକ ଜିଲା ଅନ୍ତର୍ଗତ ଆଠଗଡ଼ ସହରସ୍ଥିତ ରଘୁନାଥ ମନ୍ଦିର ସମ୍ମୁଖରେ ଦେବୋତ୍ତର ପକ୍ଷରୁ ଗୃହ ନିର୍ମାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଆଠଗଡ଼...

ଅଣନିଃଶ୍ୱାସୀ କରୁଛି ଅଳିଆ ନିଆଁ

ଅନୁଗୋଳ ଅଫିସ,୧୪।୫ ଦୀର୍ଘବର୍ଷ ପରେ ହେଲା ପୌର ନିର୍ବାଚନ। ନୂଆ ପରିଷଦ ଗଠନ ସହ ଅନୁଗୋଳ ପୌରାଞ୍ଚଳର ପରିମଳ ଦିଗରେ ବିଭିନ୍ନ ଖସଡ଼ା ପ୍ରସ୍ତୁତ କରାଗଲା।...

Advertisement
Archives

Model This Week