ସିଏମ୍‌ଓ ଓଡ଼ିଶା ପ୍ରୋଫାଇଲ ଫଟୋ ବଦଳିଲା

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାର ପ୍ରୋଫାଇଲ ଫଟୋକୁ ପରିବର୍ତ୍ତନ କରାଯାଇଛି। ଉଭୟ ଫେସବୁକ୍‌ ଏବଂ ଟୁଇଟରରେ ଥିବା ଫଟୋକୁ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଉଭୟ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ରହିଥିଲା। ବର୍ତ୍ତମାନ ନବୀନଙ୍କ ସ୍ଥାନରେ ଓଡ଼ିଶା ସରକାରଙ୍କ ଲୋଗୋ ରଖାଯାଇଛି। ଏଥିସହିତ କଭର ଫଟୋ ଭାବେ ଲୋକସେବା ଭବନକୁ ସ୍ଥାନ ଦିଆଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ଟୁଇଟର ଓ ଫେସ୍‌ବୁକ ହ୍ୟାଣ୍ଡେଲରେ ପୂର୍ବପରି ନବୀନ ପଟ୍ଟନାୟକଙ୍କ ଫଟୋ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଲେ ଗଞ୍ଜାମ ଏସ୍‌ପି ଅଫିସ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକ

ଛତ୍ରପୁର,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ଘଟିଛି।...

ରବିଧାନ ସଂଗ୍ରହ: ଚାଷୀ ପଞ୍ଜୀକରଣରେ ବୃଦ୍ଧି

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ ରବିଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନରେ ଚାଷୀମାନଙ୍କ ନାମ ପଞ୍ଜୀକରଣ ବହୁ ପୂର୍ବରୁ ଆରମ୍ଭ ହୋଇସାରିଛି। ଏହା ଜରିଆରେ ବୁଧବାର ସୁଦ୍ଧା ୨, ୩୪,...

ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ...

୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ରବିବାର ୧୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୬୯ ଜଣ...

ଅସହ୍ୟ ତାତି, ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ରେକର୍ଡ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ବଢି ଚାଲିଛି ତାତି। ସୋମବାର ୭ଟି ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି। ତେବେ ବଲାଙ୍ଗୀରରେ ସର୍ବାଧିକ ୪୧ ଡିଗ୍ରୀ...

ବ୍ଲୁଇସ୍‌କୁ ଜାତୀୟ ଇ-ଗଭର୍ନାନ୍ସ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୨୦ ଜୁଲାଇରେ ଲୋକାର୍ପଣ ହୋଇଥିବା ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ୍‌ (ବ୍ଲୁଇସ୍‌) ଜାତୀୟ ଇ-ଗଭର୍ନାନ୍ସ ସ୍ବର୍ଣ୍ଣ ପୁରସ୍କାର...

ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ପଛରେ ପକାଇ ନବୀନ ପଟ୍ଟନାୟକ ଦେଶରେ ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଇଣ୍ଡିଆ ଟୁଡେ-ସିଭୋଟର ମୁଡ୍‌ ଅଫ୍‌ ନେଶନ(ଏମ୍‌ଓଟିଏନ୍‌) ଜନମତରେ...

ଏସ୍‌ଆଇଙ୍କୁ ମହଙ୍ଗା ପଡିଲା ଥାର୍ଡ଼ ଡିଗ୍ରୀ

ରାଉରକେଲା ଅଫିସ,୧୭।୨: ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍‌ଆଇ ମାନସ ରଞ୍ଜନ ନାୟକଙ୍କୁ...

Advertisement
Archives

Model This Week