ପୁଣି ବଢ଼ିଲା ସିଏନ୍‌ଜି ଦର, ୬ ଦିନରେ ୩ ଥର…

ନୂଆଦିଲ୍ଲୀ,୭।୪: ଦୈନିକ ବଢ଼ିବାରେ ଲାଗିଲାଣି ସିଏନ୍‌ଜି ଦର। ବୁଧବାର ଭଳି ଗୁରୁବାର ଦିଲ୍ଲୀରେ ସିଏନ୍‌ଜିର କେଜି ପିଛା ଦାମ ୨.୫ ଟଙ୍କା ମହଙ୍ଗା ହୋଇଛି। ଚଳିତ ମାସରେ ସିଏନ୍‌ଜି ଦାମ ୩ ଥର ବଢ଼ିଛିି। ଗତ ୬ ଦିନ ମଧ୍ୟରେ କେଜି ପିଛା ଦାମ ୯.୧୦ ଟଙ୍କା ବୃଦ୍ଧି ପାଇଛି। ଆଗକୁ ଏହାର ଦାମ ଆହୁରି ବଢ଼ିବା ନେଇ ଆଶଙ୍କା କରାଯାଉଛି।

ଆଜିର ବର୍ଦ୍ଧିତ ଦର ପରେ ନୋଏଡା, ଗ୍ରେଟର ନୋଏଡା ଓ ଗାଜିଆବାଦରେ ଗୋଟିଏ କେଜି ସିଏନଜିର ମୂଲ୍ୟ ୭୧.୬୭ ଟଙ୍କା ହୋଇଛି। ଗତକାଲି ଏଠାରେ ସିଏନଜି ଦାମ ୬୯.୧୮ ଟଙ୍କା ଥିଲା। ଅପରପକ୍ଷେ ଗୁରୁବାର ପେଟ୍ରୋଲ ଓ ଡିଜେଲ ଦର ବଢ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୋକରେ ରହିବେ ନାହିଁ ଦେଶର କୌଣସି ଗରିବ ଭଉଣୀ-ଭାଇ: ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହାସହ...

ଦାଉଦଙ୍କ ଘର ଭଙ୍ଗା ଯାଇ ପାରୁ ନ ଥିବା ବେଳେ କାହିଁକି ଭଙ୍ଗାଗଲା କଙ୍ଗନାଙ୍କ ଘର: ଫଡନବିଶ

ମୁମ୍ବାଇ,୧୧ ।୯: ମହାରାଷ୍ଟ୍ର ସରକାର ଓ ବଲିଉଡ୍ ନାୟିକା କଙ୍ଗନା ରାନାୱତଙ୍କ ମଧ୍ୟରେ ତୁତୁ ମେମେ ଲାଗି ରହିଛି । ଇତିମଧ୍ୟରେ ମୁମ୍ବାଇ ପୋଲିସ କଙ୍ଗନାଙ୍କ...

ଚ୍ୟାଲେଞ୍ଜ ହୋଇପାରେ କୋଭିଡ୍‌ ପରବର୍ତ୍ତୀ କାର୍ଯ୍ୟସ୍ଥଳ

ନୂଆଦିଲ୍ଲୀ,୨୧ା୪: କୋଭିଡ୍‌-୧୯ ସଂକ୍ରମଣକୁ ପ୍ରତିହତ କରିବା ଲାଗି ସରକାର ଲକ୍‌ଡାଉନ ସମୟସୀମାକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଫଳରେ ଅଧିକାଂଶ କର୍ମଚାରୀ ଘରେ ରହି...

ଝଲସୁଛି ରାମନଗରୀ ଅଯୋଧ୍ୟା, ଗିନିଜ୍‌‌ ଓ୍ବାର୍ଲ୍ଡ ରେକର୍ଡରେ ପାଇଲା ସ୍ଥାନ

ଲକ୍ଷ୍ନୌ,୧୪ା୧୧: ଅଯୋଧ୍ୟାରେ ଦୀପାବଳି ଉତ୍ସବ ଆରମ୍ଭ ହୋଇସାରିଛି। ଆଜି ରାମନଗରୀର ସୌନ୍ଦର୍ଯ୍ୟ ଢେର୍‌ ଅଧିକ ବଢ଼ିଯାଇଛି। ଅଯୋଧ୍ୟାରେ ଶୁକ୍ରବାର ଦୀପତ୍ସୋବ ପାଳନ କରାଯାଇଥିଲା। ଏଠାରେ ପ୍ରାୟ...

ଲକ୍‌ଡାଉନ ଯୋଗୁ କ୍ଷତି ସହିଲେଣି ଘୋଡ଼ା ମାଲିକ

ଭୋପାଳ,୨୫।୫: ମଧ୍ୟପ୍ରଦେଶରେ ଅଧିକାଂଶ ସ୍ଥାନରେ ବିବାହ ପାଇଁ ଘୋଡ଼ାର ବ୍ୟବହାର କରାଯାଇଥାଏ। ଆଉ ଘୋଡ଼ାକୁ ଭଡାରେ ଲଗାଇ ଦି ପଇସା ରୋଜଗାର କରୁଥିବା ଘୋଡ଼ା ମାଲିକମାନେ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୋରେନ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ ରବିବାର ମୋହରାବଦି ଗ୍ରାଉଣ୍ଡରେ ଶପଥ ନେଇଛନ୍ତି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ...

ଗରିବ କଲ୍ୟାଣ ଯୋଜନାରେ ୪୨ କୋଟିଙ୍କୁ ସହାୟତା

ନୂଆଦିଲ୍ଲୀ, ୯।୯ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ କେନ୍ଦ୍ର ସରକାର ୪୨ କୋଟି ଲୋକଙ୍କୁ ସହାୟତା ପ୍ରଦାନ କରିଛନ୍ତି। ଏହି ବାବଦକୁ ୬୮,୮୨୦ କୋଟି...

ପାକିସ୍ତାନକୁ ୨୬/୧୧ କଥା ମନେପକାଇ ଦେଲେ ଜାଭେଦ ଅଖତର

ମୁମ୍ବାଇ,୨୧ ।୨: ବଲିଉଡ ରାଇଟର ଜାଭେଦ ଅଖତର ନିକଟରେ ପାକିସ୍ତାନ ଯାଇ ସେଠାରେ ହିଁ ତାକୁ ଆଇନା ଦେଖାଇଛନ୍ତି । ସେ ସେଠାରେ ଏକ କାର୍ଯ୍ୟକ୍ରମରେ...

Advertisement
Archives

Model This Week