କୋ-ଓ୍ବିନ୍‌ ଆପ୍‌ରେ ତ୍ରୁଟି: ଟିକା ନେବା ପାଇଁ ପହଞ୍ଚି ପାରୁନି ମେସେଜ୍‌

ନୂଆଦିଲ୍ଲୀ,୧୯।୧: କରୋନା ମହାମାରୀ ବିରୋଧରେ ଭାରତରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏପରେ ସ୍ଥଳେ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ହୋଇଛି। ତେବେ ଟିକାକରଣ କାର୍ଯ୍ୟକ୍ରମରେ ପ୍ରଶାସନକୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଟିକା ନେବା ଲାଗି ଲୋକଙ୍କ ପାଖକୁ କୋ-ଓ୍ବିନ୍‌ ଆପ୍‌ ଦ୍ୱାରା ମେସେଜ୍‌ ପଠା ଯାଉଛି। ତେବେ ଆପ୍‌ରେ କେତେକ ତ୍ରୁଟି ଯୋଗୁ ୩୫ ପ୍ରତିଶତ ଲୋକଙ୍କ ପାଖରେ ମେଜେସ୍‌ ପହଞ୍ଚି ପାରୁ ନ ଥିବା ଅଭିଯୋଗ ହୋଇଛି। ରାଜଧାନୀ ଦିଲ୍ଲୀରେ ଏଭଳି ଅଧିକ ଘଟଣା ଘଟିଛି। ଫଳରେ ହସ୍ପିଟାଲ ପକ୍ଷରୁ ଲୋକଙ୍କୁ ଫୋନ୍‌ କରି ଟିକାକରଣ ସମ୍ପର୍କିତ ସୂଚନା ଦେବାକୁ ପଡୁଛି। ଲୋକଙ୍କ ପାଖରେ କିଭଳି ସହଜରେ ସୂଚନା ପହଞ୍ଚି ପାରିବ ସେନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୁଷ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ ଦେବ କଂଗ୍ରେସ: ଡିସେମ୍ବର ୧୯ରେ ନେତାଙ୍କୁ ଭେଟିପାରନ୍ତି ସୋନିଆ

ନୂଆଦିଲ୍ଲୀ,୧୭।୧୨: କଂଗ୍ରେସ ନେତୃତ୍ୱ ପରିବର୍ତ୍ତନ ନେଇ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଅସନ୍ତୁଷ୍ଟଙ୍କୁ ଚୁପ କରାଇବା ପାଇଁ କଂଗ୍ରେସ ପକ୍ଷରୁ ନୂଆ ଯୋଜନା କରାଯାଇଛି।...

ଡ୍ରାଗନ ନାଲି ଆଖି ଦେଖାଇବାର ୩ ମୁଖ୍ୟ କାରଣ

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଉତ୍ତେଜନା ଦେଖାଦେଇଛି। ତେବେ ସୀମା ବିବାଦ ପଛରେ ଚାଇନାର ନିହିତ ସ୍ବାର୍ଥ ରହିଛି।...

ହଂକଂରେ କରୋନା ଅଣାୟତ୍ତ, ପୁଣି ଲକ୍‌ଡାଉନ୍‌ ଆଶଙ୍କା, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ହଂକଂ,୧।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ସଙ୍କଟ ସୃଷ୍ଟି କରିଛି। ମୃତ ଦେହଗୁଡ଼ିକୁ...

ମୁମ୍ବାଇର ୱୋକାର୍ଡ ହସ୍ପିଟାଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଗଲା

ମୁମ୍ବାଇ,୬ ।୪: ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କେତେଜଣ ସ୍ୱାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ତେବେ...

ସ୍କୁଲ, କଲେଜ ପାଖରେ ଆନ୍ଦୋଳନ ମନା

ନୂଆଦିଲ୍ଲୀ,୯।୨: ଶିକ୍ଷାନୁଷ୍ଠାନରେ ହିଜାବ ତଥା ମୁଣ୍ଡକୁ ଘୋଡ଼ାଇବା ପାଇଁ ସ୍କାର୍ଫର ବ୍ୟବହାରକୁ ନେଇ ଚାଲିଥିବା ବୁଧବାର ସଂସଦରେ ପହଞ୍ଚିଛି। କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ସ୍କୁଲ, କଲେଜ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୋରେନ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ ରବିବାର ମୋହରାବଦି ଗ୍ରାଉଣ୍ଡରେ ଶପଥ ନେଇଛନ୍ତି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ...

ସୁଷମାଙ୍କ ନାଁରେ ହେବ ଦିଲ୍ଲୀ ୟୁନିଭର୍ସିଟିର ନୂଆ କଲେଜର ନାମ!

ନୂଆଦିଲ୍ଲୀ,୮ ।୮: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଦିଲ୍ଲୀର ମହରୌଲି ନିକଟରେ ଥିବା ଭାଟି କଲା ଗାଁରେ ନିର୍ମାଣ କରାଯିବାକୁ ଥିବା ଦିଲ୍ଲୀ ୟୁନିଭର୍ସିଟି...

ଭାରତୀୟ ଉପଗ୍ରହକୁ ଟାର୍ଗେଟ୍‌ କରୁଛି ଚାଇନା

ନୂଆଦିଲ୍ଲୀ, ୨୩।୯: ଭାରତ ଚାଇନା ମଧ୍ୟରେ ସୀମା ବିବାଦ ଜାରି ରହିଛି। ଏପରିସ୍ଥଳେ ଆମେରିକାର ଚାଇନା ଏରୋସ୍ପେସ୍‌ ଷ୍ଟଡିଜ୍‌ ଇନଷ୍ଟଚ୍ୟୁଟ୍‌(ସିଏଏସ୍‌ଆଇ) ପକ୍ଷରୁ ଜାରି ହୋଇଥିବା ରିପୋର୍ଟ...

Advertisement
Archives

Model This Week