Posted inଫୁରସତ

ଜୁମ୍‌ ଆପ୍‌ରେ ମିଟିଂ ସମୟରେ ଘଟିଲା ଏଭଳି କିଛି: ଦେଖିଲେ ହସି ହସି ଗଡ଼ିବେ

ମହାମାରୀ କରୋନା ଯୋଗୁ କମ୍ପାନୀମାନେ କର୍ମଚାରୀଙ୍କୁ ‘ଓ୍ବାର୍କ ଫ୍ରମ୍‌ ହୋମ୍‌’ର ସୁବିଧା ପ୍ରଦାନ କରିଛନ୍ତି। ଫଳରେ କର୍ମଚାରୀମାନେ ଘରେ ରହି କାମ କରୁଛନ୍ତି। ଜୁମ୍‌ ଆପ୍‌ରେ ବିଭିନ୍ନ ବୈଠକ କରାଯାଇପାରୁଥିବାରୁ କର୍ମଚାରୀମାନେ ଏଥିରେ ଯୋଗ ଦେଉଛନ୍ତି। ହେଲେ ବିଗତ ଦିନରେ ମିଟିଂ ସମୟର କିଛି ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଏହି କ୍ରମରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ନୀଳ ରଙ୍ଗର ସୁଟ୍‌ ପିନ୍ଧିଥିବା ଜଣେ ବ୍ୟକ୍ତି ନିଜ ସହଯୋଗୀମାନଙ୍କୁ କ୍ଷମା ମାଗୁଥିବା ଦେଖାଯାଇଛି। କାରଣ ମିଟିଂ ସମୟରେ ତାଙ୍କର ଶିଶୁ ସେ ବସିଥିବା କୋଠରୀକୁ ଚାଲି ଆସୁଛନ୍ତି। ଏପରିକି ପଛରେ ନାଚିବାକୁ ଲାଗୁଛନ୍ତି। ଏହା ଜାଣି ଉକ୍ତ ବ୍ୟକ୍ତି ଶିଶୁକୁ ବାହାର କରିଛନ୍ତି। ହେଲେ କିଛି ସେକେଣ୍ଡ ପରେ ସେ ପୂର୍ବଭଳି ନାଚିବାରେ ଲାଗିଛନ୍ତି। ପରେ ବ୍ୟକ୍ତିଜଣଙ୍କ ଶିଶୁଟିକୁ ବାହାର କରିବା ଲାଗି କବାଟ ବନ୍ଦ କରି ଆସୁଛନ୍ତି ବୋଲି କହୁଛନ୍ତି। ଚେୟାରରୁ ଉଠି ଚାଲିବା ପରେ ସେ ଶଟ୍ସ ପିନ୍ଧି ଆସିଥିବା ଦେଖିବାକୁ ମିଳିଛି। ଭଲ ଶଟ୍ସ ବୋଲି ପୁରୁଷ ସହକର୍ମୀ କହୁଥିବା ଶୁଣାଯାଉଛି। ଶେଷରେ ବ୍ୟକ୍ତିଜଣଙ୍କ ସମସ୍ତଙ୍କୁ କ୍ଷମା ମାଗିଛନ୍ତି। ହେଲେ ଉକ୍ତ ସହଯୋଗୀ ସିଟ୍‌ରୁ ଉଠିବା ପରେ ନୀଳ ରଙ୍ଗର ଶଟ୍ସ ପିନ୍ଧିଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି ସମସ୍ତେ ହସ ରୋକିପାରି ନଥିଲେ। ଶେଷରେ ସେମାନେ ହସି ହସି ଗଡ଼ିଯାଇଛନ୍ତି।
ଭିଡିଓଟି ଦେଖନ୍ତୁ:


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ଇସ୍ତଫା ଦେବା ପରେ କେତେ ପେନସନ ପାଇବେ ସିଦ୍ଦାରାମାୟା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳେ ଜାଣନ୍ତୁ…

ବେଙ୍ଗାଲୁରୁ, ୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରାଜନୈତିକ ସସ୍‌ପେନ୍ସ ଏବେ ଶେଷ ହୋଇଛି। ସୂତ୍ର ଅନୁସାରେ ସିଦ୍ଦାରାମାୟା ଆଜି ଇସ୍ତଫା ଦେଇପାରନ୍ତି। ଏହି ସମୟରେ, ସିଦ୍ଦାରାମାୟା…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri