Posted inଖେଳ

କୋଚ୍‌ ନିଯୁକ୍ତ କଲା ଓସିଏ

ଭୁବନେଶ୍ୱର,୨୫ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ (ଓସିଏ) ପକ୍ଷରୁ ଏହାର ପୁରୁଷ ଓ ମହିଳା ଦଳ ପାଇଁ କୋଚଙ୍କ ନାମ ଘୋଷଣା କରାଯାଇଛି। ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ତଥା ନିର୍ଦ୍ଦେଶକ ଦୀନେଶ ମୋଙ୍ଗିଆ ଓ ବୈଷୟିକ ନିର୍ଦ୍ଦେଶକ ଭି. ଭେଙ୍କଟରାମଙ୍କ ନେତୃତ୍ୱରେ ପୁରୁଷ ଓ୍ବିଙ୍ଗ ପାଇଁ ୧୧ ଜଣ କୋଚ୍‌ଙ୍କ ନାମ ଘୋଷଣା କରାଯାଇଛି। ସେହିପରି ମହିଳା ଦଳର ମୁଖ୍ୟ କୋଚ୍‌ ରୁମେଲୀ ଧରଙ୍କ ନେତୃତ୍ୱରେ ମହିଳା ଓ୍ବିଙ୍ଗ ପାଇଁ ୬ ଜଣଙ୍କୁ ନିଯୁକ୍ତ କରାଯାଇଛି।
ପୁରୁଷ କୋଚ୍‌: ଅବକାଶ ଖଟୁଆ, ଦୀପକ ମଙ୍ଗରାଜ, ସୁରେଶ କୁମାର, ନଟରାଜ ବେହେରା, ବସନ୍ତ ମହାନ୍ତି, କୁଲଦୀପ ଶର୍ମା, ରଶ୍ମି ରଞ୍ଜନ ଦାସ, ଶୋଭନ ଦେବ, ପ୍ରଭାତ ନାୟକ, ପ୍ରୀତମଜିତ୍‌ ଦାସ, କେ. ଭି. ପ୍ରସାଦ। ମହିଳା କୋଚ୍‌: ପୁଷ୍ପାଞ୍ଜଳୀ ବାନାର୍ଜୀ, କାଦମ୍ବିନୀ ମହାକୁଡ, ସ୍ବାଗତିକା ରଥ, ମଧୁସ୍ମିତା ବେହେରା, ଟିକିଲତା ପ୍ରଧାନ ଓ ଇତିଶ୍ରୀ ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri