Posted inଖେଳ

ହାରୁଥିବା ବାଜି କିଭଳି ଜିତାଯାଏ, ଭାରତୀୟ ଖେଳାଳି ଜାଣନ୍ତି: ଇଂଲଣ୍ଡ କୋଚ୍‌

ନୂଆଦିଲ୍ଲୀ,୮।୯: ଇଂଲଣ୍ଡ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍‌ କ୍ରିସ ସିଲଭରଉଡ୍‌ ଭାରତୀୟ କ୍ରିକେଟ ଟିମ୍‌ର ପ୍ରଶଂସା କରିଛନ୍ତି। ପ୍ରଥମ ଇନିଂସରେ ୯୯ରନ୍‌ରେ ପଛୁଆ ରହିବା ସତ୍ତ୍ୱେ ବିଜୟ ହାସଲ କରିଥିଲା ଟିମ୍‌ ଇଣ୍ଡିଆ। ଏହାକୁ ନେଇ ସିଲଭରଉଡ୍‌ କହିଛନ୍ତି, ୨୦୦ରନ୍‌ ଆଗୁଆ ଥିଲେ ଭାରତୀୟ ଟିମ୍‌ ଅଡୁଆରେ ପଡ଼ିଥାନ୍ତା। ହେଲେ ତାହା ଦଳ କରିପାରି ନ ଥିଲା। ଡ୍ରେସିଂ ରୁମ୍‌ରେ ଆମେ ତାହା କଥା ହେଉଥିଲୁ। ହେଲେ ପୁଣିଥରେ ବିଜୟର ଶ୍ରେୟ ଭାରତୀୟ ଟିମ୍‌କୁ ଯାଉଛି, କାରଣ ପ୍ରତ୍ୟାବର୍ତ୍ତନ କିଭଳି କରିହୁଏ, ହାରୁଥିବା ବାଜି କିଭଳି ଜିତିହୁଏ ତାହା ସେମାନଙ୍କୁ ଜଣା ବୋଲି ସେ କହିଛନ୍ତି।

କହିରଖୁଛୁ, ଭାରତ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ୪୬୬ ରନ୍‌ କରି ଇଂଲଣ୍ଡକୁ ଜିତିବା ଲାଗି ୩୬୮ ରନ୍‌ର ଲକ୍ଷ୍ୟ ଦେଇଥିଲେ। ଖେଳର ଶେଷ ଦିନ ଆରମ୍ଭରେ ଉଇକେଟ ନ ହରାଇ ଦଳ ୭୭ରନ୍‌ କରିଥିଲା। ହେଲେ ବୁମ୍‌ରାଙ୍କଠାରୁ ଆରମ୍ଭ କରି ଅନ୍ୟ ଭାରତୀୟ ବୋଲରମାନେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ଫଳରେ ଭାରତ ୧୫୭ରନ୍‌ରେ ବିଜେତା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରୀଡ଼ାର ଅର୍ଥ ସ୍ବଚ୍ଛତା, ସଚ୍ଚୋଟତା ଓ ସମ୍ମାନ: ପଙ୍କଜ

ଭୁବନେଶ୍ୱର, ୨୪।୧୨(କ୍ରୀଡ଼ା ପ୍ରତିନିଧି): ଭାରତର ପ୍ରମୁଖ ଫେରୋ ଆଲଏଜ ଉତ୍ପାଦନକାରୀ କମ୍ପାନୀ ଇମ୍ଫାଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୂଲ୍ୟରେ ଏକଲବ୍ୟ...

ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ଲାଗି ଉପଦେଷ୍ଟା କମିଟି ଗଠିତ

ନୂଆଦିଲ୍ଲୀ,୨୩।୮(ପି.ଟି.)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ ତାରିଖରେ ‘ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ’ ଆରମ୍ଭ କରିବାକୁ ଯାଉଛନ୍ତି। ଫିଟ୍‌ନେସକୁ ନେଇ...

ଅରେଞ୍ଜ, ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି: ଜାଣନ୍ତୁ

ୟୁଏଇ,୨୦।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧)ର ୧୪ ତମ ସିଜନ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ...

ଓ୍ବେଟରଙ୍କୁ ଖୋଜୁଛନ୍ତି ସଚିନ

ଚେନ୍ନାଇ,୧୫।୧୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଚେନ୍ନାଇର ଏକ ହୋଟେଲର ଜଣେ ଓ୍ବେଟରଙ୍କୁ ଖୋଜୁଛନ୍ତି। ୨୪ ବର୍ଷର ଲମ୍ବା କ୍ୟାରିୟରରେ ଏଲବୋ ଗାର୍ଡ ବ୍ୟବହାର ଯୋଗୁ...

ତିସିତ୍‌ସିପାସ୍‌ ପ୍ରି-କ୍ୱାର୍ଟରରେ

ପ୍ୟାରିସ, ୧ା୬ (ଏଏଫ୍‌ପି)-ଷ୍ଟିଫାନସ ତିସିତ୍‌ସିପାସ୍‌ ଦୀର୍ଘ ୮୩ ବର୍ଷ ବ୍ୟବଧାନରେ ପ୍ରଥମ ଗ୍ରୀକ୍‌ ଖେଳାଳି ହିସାବରେ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ...

ବିଶ୍ୱ ଭିନ୍ନକ୍ଷମ ଟି୨୦ ସିରିଜ୍‌ ଚାମ୍ପିୟନ ଭାରତ

ମୁମ୍ବାଇ,୧୪।୮(ପିଟି): ବିଶ୍ୱ ଶାରୀରିକ ଭିନ୍ନକ୍ଷମ ଟି୨୦ ସିରିଜ୍‌ର ପ୍ରଥମ ସଂସ୍କରଣରେ ଫେଭରାଇଟ୍‌ ଭାରତୀୟ ଦଳ ଚାମ୍ପିୟନ ହୋଇଛି। ବୁଧବାର ଖେଳାଯାଇଥିବା ଫାଇନାଲରେ ଭାରତୀୟ ଦଳ ୩୬...

ଟସ୍‌ ଜିତିଲା ଟିମ୍‌ ଇଣ୍ଡିଆ, ବୋଲିଂ ନିଷ୍ପତ୍ତି…

ସିଲହଟ,୧୦।୧୦ : ମହିଳା ଏସିଆ କପ ୨୦୨୨ ରେ ଆଜି ଭାରତୀୟ ମହିଳା ଦଳ ଏବଂ ଥାଇଲାଣ୍ଡ ମଧ୍ୟରେ ମ୍ୟାଚ୍‌ ହେଉଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ...

ଜାତୀୟ ବକ୍ସିଂ ଚାମ୍ପିୟନଶିପ୍‌: ସେମି ପରାଜୟ ନେଇ ଦୁଆତିଙ୍କ ଚ୍ୟାଲେଞ୍ଜ୍‌

କାନପୁର,୮।୧୨(ପି.ଟି.)- ଇଣ୍ଡିଆ ଓପନ ରୌପ୍ୟ ପଦକ ବିଜୟିନୀ ତଥା ଡିଫେଣ୍ଡିଂ ଚାମ୍ପିୟନ ତଥା ମହିଳା ବକ୍ସର ବନଲାଲ ଦୁଆତି ନିଜର ପରାଜୟ ନେଇ ଅସନ୍ତୋଷ ଥିବା...

Advertisement
Archives

Model This Week