Posted inଖେଳ

କୋହଲିଙ୍କ ଫର୍ମଙ୍କୁ ନେଇ ଏମିତି କହିଦେଲେ କୋଚ ରାହୁଲ ଦ୍ରାବିଡ

ଗୁଏନା,୨୮।୬: ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ୬୮ ରନ ବିଜୟ ସହ ଫାଇନାଲରେ ପ୍ରବେଶ କରିଛି। ବର୍ତ୍ତମାନ ଜୁନ ୨୯ରେ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଭାରତ ତୃତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହାପୂର୍ବରୁ ୨୦୦୭ ଏବଂ ୨୦୧୪ ରେ ଭାରତୀୟ ଦଳ ଫାଇନାଲ ମ୍ୟାଚ ଖେଳିଥିଲା। ଏହି ସମୟ ମଧ୍ୟରେ ମହେନ୍ଦ୍ର ସିଂ ଧୋନୀ ଟିମ ଇଣ୍ଡିଆର ଅଧିନାୟକ ଥିଲେ। ଯଦିଓ ଭାରତ ଫାଇନାଲ୍‌ରେ ପ୍ରବେଶ କରିଛି, କିନ୍ତୁ ବିରାଟ କୋହଲିଙ୍କ ଫର୍ମ ଦଳକୁ ଚିନ୍ତାରେ ପକାଇଛି।
ଏହି ବିଜୟ ପରେ ଟିମ ଇଣ୍ଡିଆର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ବିରାଟ କୋହଲିଙ୍କ ଫର୍ମକୁ ନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସେ ଟି-୨୦ରେ ସର୍ବଶ୍ରେଷ୍ଠ କରିବାକୁ ଚେଷ୍ଟା କରୁଛନ୍ତି। ଯେତେବେଳେ ଜଣେ କ୍ରିକେଟର୍‌ ପ୍ରତିଯୋଗିତାମୂଳ କ୍ରିକେଟ ଖେଳନ୍ତି, ବେଳେବେଳେ ନିଜ ଯୋଜନାରେ ସଫଳ ହୋଇପାରନ୍ତି ନାହିଁ। କୋହଲିଙ୍କ ସହ ତାହା ହିଁ ଘଟିଛି। ସେ ଟି-୨୦ରେ ସର୍ବଶ୍ରେଷ୍ଠ କରିବାକୁ ଚେଷ୍ଟା କରୁଛନ୍ତି। ମୁଁ ଭାବୁଛି ତାଙ୍କ ବ୍ୟାଟରୁ ଖୁବଶୀଘ୍ର ଏକ ବଡ ଇନିଂସ ଆସିବ। ମୁଁ ତାଙ୍କ ମନୋଭାବକୁ ବହୁତ ପସନ୍ଦ କରେ। ମୁଁ ଆଶା କରୁଛି ସେ ଫାଇନାଲ୍‌ ଭଲ ଖେଳିବେ।
ମ୍ୟାଚ ପରେ ବିରାଟଙ୍କ ଫର୍ମ ବିଷୟରେ ପ୍ରଶ୍ନ ପଚାରିଥିଲେ, ଅଧିନାୟକ ରୋହିତ କହିଛନ୍ତି – କୋହଲି ଜଣେ ଗୁଣାତ୍ମକ ଖେଳାଳି। ଯେକୌଣସି ଖେଳାଳି ଏହି ପର୍ଯ୍ୟାୟ ଦେଇ ଯାଇପାରିବେ। ଯେତେବେଳେ ଆପଣ ୧୫ ବର୍ଷ ଧରି କ୍ରିକେଟ ଖେଳିଛନ୍ତି, ଫର୍ମ କଦାପି ସମସ୍ୟା ନୁହେଁ। ସେ ଭଲ ଲୟରେ ଅଛନ୍ତି। ଫାଇନାଲ ପାଇଁ ଆମେ କୋହଲିଙ୍କୁ ସମ୍ପୂର୍ଣ୍ଣ ଭାବେ ସମର୍ଥନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍‌ନ୍ୟୁଜ୍‌, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…

ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି,…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ…

ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri