Posted inଖେଳ

ଖେଳାଳିଙ୍କୁ ଜାଣିବା ପାଇଁ କୋଚ ରିକି ପଣ୍ଟିଂଙ୍କ ନୂଆ ଫର୍ମୁଲା

ମୁମ୍ବାଇ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଆସନ୍ତା ମାର୍ଚ୍ଚ ୨୬ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। କୋଚ୍‌ ରିକି ପଣ୍ଟିଂଙ୍କ ନେତୃତ୍ୱରେ ଦଳ ଗତ ସିଜିନରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏଥର ମଧ୍ୟ ଦଳ ଭଲ ପ୍ରଦର୍ଶନ କରିବ ବୋଲି ଆଶା ରଖିଛନ୍ତି ପଣ୍ଟିଂ। ଖେଳାଳିଙ୍କୁ ଜାଣବା ପାଇଁ ସେ ନୂଆ ଫର୍ମୁଲା ଆପଣାଇଛନ୍ତି।
ପଣ୍ଟିଂ କହିଛନ୍ତି, ମୁଁ ଖେଳାଳିମାନଙ୍କୁ ସେମାନଙ୍କ ରୁମ୍‌ରେ ଥିବାବେଳେ କବାଟ ଖୋଲା ରଖିବାକୁ କହିଛି। ମୁଁ ଜାଣି ନ ଥିବା ସମସ୍ତ ଯୁବ ଖେଳାଳିଙ୍କ ସହ ଜଳଖିଆ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରୀ ଭୋଜନ କରିବାକୁ ଯାଉଛି। ଯୂବ ଖେଳାଳିଙ୍କ ପ୍ରତି ଭଲପାଇବା ଦେଖାଇଲେ, ସେମାନେ ନିଶ୍ଚିନ୍ତ ସମ୍ମାନ ଦେବେ। ଏହି ସମୟରେ ଆମର ଧ୍ୟାନ ହେଉଛି ଆମର ପ୍ରଥମ ମ୍ୟାଚ ପାଇଁ ପ୍ରସ୍ତୁତ ହେବା ଉଚିତ୍‌। ଖେଳାଳିଙ୍କ ସହ ମୋର ପ୍ରଥମ ଅଧିବେଶନ ବହୁତ ଭଲ ଥିଲା ବୋଲି ସେ କହିଛନ୍ତି। ଦଳ ସହିତ ତାଙ୍କର ପ୍ରଥମ ପ୍ରଶିକ୍ଷଣ ଶିବିରରେ ଯୋଗଦେବା ପରଠାରୁ ପଣ୍ଟିଂ ଯୁବ ଖେଳାଳିଙ୍କ ଦ୍ୱାରା ପ୍ରଭାବିତ ହୋଇଛି।
ଦିଲ୍ଲୀ କ୍ୟାପିଟାଲ୍ସ ମାର୍ଚ୍ଚ ୨୭ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ନିଜର ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri