ନୂଆଦିଲ୍ଲୀ, ୮ା୯ (ପି.ଟି.)-କୋଚିଂ ଡିପ୍ଲୋମା ପାଠ୍ୟକ୍ରମ କରିବା ଲାଗି ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ନିକଟରେ ଆବେଦନ କରିଛନ୍ତି ୩୩ଜଣ କ୍ରୀଡ଼ାବିତ୍। ସେମାନଙ୍କ ମଧ୍ୟରେ ରହିଛନ୍ତି, ପୂର୍ବତନ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ବକ୍ସର ମନୋଜ କୁମାର ଏବଂ ୩ଥର ଏସିଆଡ୍ ମେଡାଲିଷ୍ଟ ରୋୟର ବଜରଙ୍ଗ ଲାଲ୍ ଟଖର। ଅଲିମ୍ପିଆନ ମାନେ ଏନ୍ଆଇଏସ୍ ପଟିଆଲାରେ ୨୦୨୦-୨୧ ଏକାଡେମିକ୍ ବର୍ଷ ପାଇଁ ସିଧାସଳଖ ଆଡମିଶନ ସୁବିଧା ପାଇବେ। ସେମାନଙ୍କୁ ପ୍ରବେଶିକା ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ସାଇ ଇତିମଧ୍ୟରେ ଯେଉଁମାନଙ୍କ ଦରଖାସ୍ତ ପାଇଛି ସେମାନଙ୍କ ମଧ୍ୟରେ ରହିଛନ୍ତି ବଜରଙ୍ଗ, ମନୋଜ, କୁନ୍ହୁ ମହମ୍ମଦ (ଆଥଲେଟିକ୍ସ) ଏବଂ ପୁନମ ରାଣୀ (ହକି)। ଏମାନେ ସମସ୍ତେ ହେଉଛନ୍ତି ଅଲିମ୍ପିଆନ। ମନୋଜ ୨୦୧୦ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପାଇଥିବାବେଳେ ଏକାଧିକ ଥର ମହାଦେଶୀୟ ପଦକ ହାସଲ କରିଛନ୍ତି। ବଜରଙ୍ଗ ଏସିଆନ ଗେମ୍ସରେ ୩ଥର ପଦକ ହାସଲ କରିଛନ୍ତି। ପାଠ୍ୟକ୍ରମ ଅକ୍ଟୋବର ମଧ୍ୟଭାଗରେ ଆରମ୍ଭ ହେବ।
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...
VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…
ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...
ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...
‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର
ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...
RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ
ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...
IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!
ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…
ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...
Archives


