ନୂଆଦିଲ୍ଲୀ, ୮ା୯ (ପି.ଟି.)-କୋଚିଂ ଡିପ୍ଲୋମା ପାଠ୍ୟକ୍ରମ କରିବା ଲାଗି ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ନିକଟରେ ଆବେଦନ କରିଛନ୍ତି ୩୩ଜଣ କ୍ରୀଡ଼ାବିତ୍। ସେମାନଙ୍କ ମଧ୍ୟରେ ରହିଛନ୍ତି, ପୂର୍ବତନ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ବକ୍ସର ମନୋଜ କୁମାର ଏବଂ ୩ଥର ଏସିଆଡ୍ ମେଡାଲିଷ୍ଟ ରୋୟର ବଜରଙ୍ଗ ଲାଲ୍ ଟଖର। ଅଲିମ୍ପିଆନ ମାନେ ଏନ୍ଆଇଏସ୍ ପଟିଆଲାରେ ୨୦୨୦-୨୧ ଏକାଡେମିକ୍ ବର୍ଷ ପାଇଁ ସିଧାସଳଖ ଆଡମିଶନ ସୁବିଧା ପାଇବେ। ସେମାନଙ୍କୁ ପ୍ରବେଶିକା ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ସାଇ ଇତିମଧ୍ୟରେ ଯେଉଁମାନଙ୍କ ଦରଖାସ୍ତ ପାଇଛି ସେମାନଙ୍କ ମଧ୍ୟରେ ରହିଛନ୍ତି ବଜରଙ୍ଗ, ମନୋଜ, କୁନ୍ହୁ ମହମ୍ମଦ (ଆଥଲେଟିକ୍ସ) ଏବଂ ପୁନମ ରାଣୀ (ହକି)। ଏମାନେ ସମସ୍ତେ ହେଉଛନ୍ତି ଅଲିମ୍ପିଆନ। ମନୋଜ ୨୦୧୦ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପାଇଥିବାବେଳେ ଏକାଧିକ ଥର ମହାଦେଶୀୟ ପଦକ ହାସଲ କରିଛନ୍ତି। ବଜରଙ୍ଗ ଏସିଆନ ଗେମ୍ସରେ ୩ଥର ପଦକ ହାସଲ କରିଛନ୍ତି। ପାଠ୍ୟକ୍ରମ ଅକ୍ଟୋବର ମଧ୍ୟଭାଗରେ ଆରମ୍ଭ ହେବ।
ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ
ଶେନ୍ଝେନ୍,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍…
ପାକ୍ ଖେଳାଳିଙ୍କ ଫୋନ୍ ଜବତ କଲା ପିସିବି, କାହିଁକି ଜାଣନ୍ତୁ…
ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…
ଟିମ୍ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା
ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…
ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ
ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…
ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ
ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…
ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!
ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…
ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ
ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…
ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
Archives

