କୋଇଲା ଖଣିରେ ଭୟଙ୍କର ଅଗ୍ନିକାଣ୍ଡ: ଜଣେ ମୃତ, ୪ ନିଖୋଜ

କାଜାକିସ୍ତାନ,୧୮ା୮: କାଜାକିସ୍ତାନର ଆର୍ସେଲର ମିତ୍ତଲ କୋଇଲା ଖଣିରେ ଅଗ୍ନିକାଣ୍ଡ ଘଟି ଜଣେ ଖଣି ମାଲିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ନିଖୋଜ ଅଛନ୍ତି। ଶୁକ୍ରବାର କମ୍ପାନୀ କହିଛି, ଉଦ୍ଧାରକାରୀମାନେ ନିଖୋଜ ଥିବା ବ୍ୟକ୍ତିଙ୍କୁ ଖୋଜାଖୋଜି କରୁଛନ୍ତି।

ଏହି ଖଣିରେ ମୋଟ୍‌ ୨୨୭ ଜଣ ଥିଲେ। ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୨୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଆଉ ୪ ଜଣଙ୍କୁ ଉଦ୍ଧାକାରୀମାନେ ଖୋଜାଖୋଜି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri