୧୩% ବୃଦ୍ଧି ପାଇଛି କୋଇଲା ଉତ୍ପାଦନ

ନୂଆଦିଲ୍ଲୀ,୪।୨: ପୂର୍ବବର୍ଷ ତୁଳନାରେ ଦେଶରେ ସାମଗ୍ରିକ କୋଇଲା ଉପତ୍ାଦନ ୧୨.୯୪ ପ୍ରତିଶତ ବୃଦ୍ଧି ହୋଇ ୮୯.୯୬ ମିଲିୟନ୍‌ ଟନ୍‌ରେ ପହଞ୍ଚଛି ବୋଲି କୋଇଲା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, କୋଲ୍‌ ଇଣ୍ଡିଆ ଲିମିଟେଡ଼୍‌ ଦ୍ୱାରା ୧୧.୪୪ ପ୍ରତିଶତ କୋଇଲା ଉପତ୍ାଦନ ହୋଇଥିବା ପଞ୍ଜିକୃତ ହୋଇଥିବା ବେଳେ ଦେଶରେ ବନ୍ଦ ହୋଇପଡ଼ରହିିଥିବା ଖଣି ଗୁଡ଼ିକରୁ କୋଇଲା ଉପତ୍ାଦନ ଯଥାକ୍ରମେ ୧୩.୯୩ ପ୍ରତିଶତ ଏବଂ ୨୨.୮୯ ପ୍ରତିଶତ ହୋଇଛି। ତେବେ ଦେଶରେ ୩୭ଟି କୋଇଲା ଉପତ୍ାଦନ କରୁଥିବା ଖଣି ଗୁଡ଼ିକ ମଧ୍ୟରୁ ୨୮ଟି ଖଣିରେ ୧୦୦ ପ୍ରତିଶତରୁ ଅଧିକ କୋଇଲା ଉପତ୍ାଦନ ହୋଇଅଛି। ସେହିଭଳି ୨୦୨୩ ଜାନୁୟାରୀରେ ଦେଶରେ ୩ଟି ଖଣିର ଉପତ୍ାଦନ ହାର ୮୦ ପ୍ରତିଶତରୁ ୧୦୦ ପ୍ରତିଶତ ମଧ୍ୟରେ ରହିଥିଲା। ଏପରିକି ୨୦୨୨ ଜାନୁୟାରୀ ତୁଳନାରେ କୋଇଲା ପଠାଇବା ୮.୫୪ ପ୍ରତିଶତ ବୃଦ୍ଧି ହୋଇ ୮୧.୯୧ ମିଲିୟନ୍‌ ଟନ୍‌ରୁ ୭୫.୪୭ ମିଲିୟନ୍‌ ଟନ୍‌ ମଧ୍ୟରେ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri