Advertisement

ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ

ଭୁବନେଶ୍ୱର: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍‌ ଗତବର୍ଷଠାରୁ କୋଇଲା ଉତ୍ପାଦନ କରିଆସୁଛି। କିନ୍ତୁ ରେଳ ଯୋଗାଯୋଗର ସୁବିଧା ନ ଥିବାରୁ ଓପିଜିସିକୁ କୋଇଲା ଯୋଗାଇବା ସମ୍ଭବପର ହେଉ ନ ଥିଲା। ଶକ୍ତି ବିଭାଗର ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ଓସିପିଏଲ୍‌ର ସିଇଓ ସାରିପୁତ୍ତ ମିଶ୍ରଙ୍କ ଚେଷ୍ଟାରେ ନିକଟରେ ଥିବା ଏ.ସି.ବି. ସାଇଡିଂରୁ ଓପିଜିସିକୁ କୋଇଲା ଯୋଗାଣ ସମ୍ଭବପର ହୋଇପାରିଛି। ଉଲ୍ଲେଖଯୋଗ୍ୟ, ଓପିଜିସି ତାପଜ ବିଦ୍ୟୁତ୍‌ କେନ୍ଦ୍ର ୟୁନିଟ-୩ କୋଇଲା ଯୋଗାଣ ଅଭାବକୁ ବନ୍ଦ ରହିଛି। ମନୋହରପୁର କୋଇଲା ଖଣିରୁ ଉତ୍କୃଷ୍ଟ ମାନର କୋଇଲା ଯୋଗାଣ ଫଳରେ ଓପିଜିସିର ୟୁନିଟ୍‌-୩ କାର୍ଯ୍ୟକ୍ଷମ ହୋଇପାରିବ। ଓସିପିଏଲ୍‌ କର୍ମଚାରୀମାନଙ୍କ ଉଦ୍ୟମକୁ ସବୁ ମହଲରୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫.୮୯ କୋଟି ଆଇଟିଆର୍‌ ଫାଇଲ

ନୂଆଦିଲ୍ଲୀ,୨।୧: ଭାରତର ବିକାଶ ପାଇଁ ଦେଶବାସୀ ଧୀରେ ଧୀରେ ଆଗଭର ହେଉଛନ୍ତି। ଫଳସ୍ବରୂପ ୨୦୨୦-୨୧ ଆର୍ଥିକ (ମାର୍ଚ୍ଚ ୨୦୨୧ ଶେଷ ହୋଇଥିବା) ବର୍ଷ ପାଇଁ ମୋଟ...

ୟୁବିଓଆଇ ପକ୍ଷରୁ ଦେଶ ବିଭାଜନ ସ୍ମରଣ ଦିବସ

ଭୁବନେଶ୍ୱର,୧୮।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ମହୋତ୍ସବ ଅବସରରେ କେନ୍ଦ୍ର ସରକାରଙ୍କ...

ଆର୍‌ବିଆଇ ଗଭର୍ନରଙ୍କ କାର୍ଯ୍ୟକାଳ ବଢିଲା

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ତିନି ବର୍ଷ ବୃଦ୍ଧି କରାଯାଇଛି। ତାଙ୍କର କାର୍ଯ୍ୟକାଳ ଡିସେମ୍ବର ୧୦, ୨୦୨୧ରେ ଶେଷ ହେବାର...

ସଡ଼କ ଦୁର୍ଘଟଣା, ଗାଡି ଚୋରି ରୋକିବା ଲାଗି ପେଟେଣ୍ଟ ଆବେଦନ କଲେ ୭ମ ଶ୍ରେଣୀ ଛାତ୍ର

ନୂଆଦିଲ୍ଲୀ,୨୯-୭: ସପ୍ତମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ର ସଡ଼କ ଦୁର୍ଘଟଣା ତଥା ଗାଡି ଚୋରି ରୋକିବା ଲାଗି କେତେକ ଆପ୍‌ ତିଆରି କରିଛନ୍ତି। ମାତ୍ର ୧୨...

୧୫୦ ଟ୍ରେନର ଘରୋଇକରଣ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୧୧-୧୦: ରେଲଓ୍ବେ ପକ୍ଷରୁ ୧୫୦ ଟ୍ରେନର ଘରୋଇକରଣ ନେଇ ଯୋଜନା ରଖାଯାଇଛି। ଏହାବାଦ ଦେଶର ୫୦ ରେଳ ଷ୍ଟେଶନକୁ ବିଶ୍ୱ ସ୍ତରୀୟ କରି ଗଢି ତୋଳିବା...

ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ

ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍‌ରେ ଥିବା ତାଙ୍କ ମୁଖ୍ୟାଳୟକୁ...

ଓଡ଼ିଶା ବଜାରରେ ନୂଆ ମହିନ୍ଦ୍ରା ଥାର୍‌

ଭୁବନେଶ୍ୱର: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ ପକ୍ଷରୁ ଓଡ଼ିଶା ବଜାରରେ ନୂଆ ‘ଥାର୍‌’ ମଡେଲ ପ୍ରବେଶ କରାଯାଇଛି। ସ୍ଥାନୀୟ ଉତ୍କଳ ଅଟୋମୋବାଇଲ ଶୋ’ରୁମ୍‌ଠାରେ ନିର୍ଦ୍ଦେଶକ ସୌନକ...

ପିଏମ୍‌-କିଷାନରେ ୮ କୋଟି କୃଷକଙ୍କୁ ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୭। ୩: ଲକ୍‌ଡାଉନରେ ପ୍ରଭାବିତ କୃଷକଙ୍କୁ ସହାୟତା କରିବା ଲାଗି ସରକାର ଗୁରୁବାର ପଦକ୍ଷେପ ଘୋଷଣା କରିଛନ୍ତି। ଏପ୍ରିଲ ପ୍ରଥମ ସପ୍ତାହରେ ଦେଶର ୮.୬୯ କୋଟି...

Advertisement
Archives

Model This Week