ଲଗାଣ ବର୍ଷାରେ ଭୁଶୁଡ଼ିଲା କୋଷ୍ଟ କେନାଲ ସେତୁ

ବାଲେଶ୍ୱର ଅଫିସ ୧୦।୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ କଳାମାଟିଆ ପାହି ଅଞ୍ଚଳରେ କୋଷ୍ଟ କେନାଲ ଉପରେ ନିର୍ମାଣ ହୋଇଥିବା ସେତୁ ଲଗାଣ ବର୍ଷାରେ ଭଶୁଡି ପଡ଼ିଛି । ଏହି ସେତୁ ନିର୍ମାଣ ପାଇଁ ଦୀର୍ଘ ବର୍ଷ ଦାବି ପରେ କାର୍ଯ୍ୟ କରାଯାଇଥିଲା। ହେଲେ ସେତୁ ନିର୍ମାଣ ବେଳେ ଠିକାଦାରଙ୍କ ତରବରିଆ ଗୁଣ ଓ ରାଜନୈତିକ ହସ୍ତକ୍ଷେପରୁ ଏହା ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖିବାକୁ ମିଳିଛି। ଲୋକେ ପାହି ଅଞ୍ଚଳକୁ ଯିବା ଆସିବାରେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ

ନିରାକାରପୁର,୧୫ା୧(ଡି.ଏନ୍‌.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ...

ଯୌତୁକ ପାଇଁ ୨ ବଧୂଙ୍କୁ ହତ୍ୟା ଅଭିଯୋଗ

ଆସିକା/ଧରାକୋଟ,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଓ ଧରାକୋଟ ଥାନା ଅଞ୍ଚଳରେ ଯୌତୁକ ଦାବି ନେଇ ୩ ଦିନ ମଧ୍ୟରେ ପୃଥକ ୨ ବଧୂଙ୍କୁ ହତ୍ୟା କରାଯାଇଥିବା...

ଦିଗହରା ନାବିକଙ୍କ ଲୋମଟାଙ୍କୁରା କାହାଣୀ: ଆଉ କେବେ ସମୁଦ୍ରକୁ ଯିବିନାହିଁ’

ଅଗଷ୍ଟ ୨୮ ତାରିଖ। ଛୋଟ ବୋଟ୍‌ (ସ୍ଥାନୀୟ ଭାଷାରେ ଟାପା)ରେ ରାଶନ ସାମଗ୍ରୀ ସହ ଏକ ନୂଆ ସ୍କୁଟି ଲଦି ପୋର୍ଟବ୍ଲେୟାରରୁ ବାହାରିଥିଲେ ନାବିକ ଅମ୍ରିତ...

ଗଛକୁ ଧକ୍କା ଦେଇ ପଲ୍‌ସର ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ

ନୂଆଗାଁ, ୬।୧୧(ଡି.ଏନ.ଏ): ନୟାଗଡ ଜିଲା ନୂଆଗାଁ ଥାନା ମହିତମା ନିକଟରେ ବାଇକ ଦୁର୍ଘଟଣାରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ତାଙ୍କ ପରିଚୟ ମିଳିପାରି...

ଏଟିଏମ୍‌ରୁ ୪୦ ଲକ୍ଷ ଗାଏବ ଘଟଣା: ସିକ୍ୟୁର ଭ୍ୟାଲି ସଂସ୍ଥାର ୨ କର୍ମଚାରୀ ଅଟକ, ଜଣେ ଫେରାର

ବ୍ରହ୍ମପୁର ଅଫିସ,୧୯।୯: ଗଞ୍ଜାମ ଜିଲା ବ୍ରହ୍ମପୁର ସହରର ଆସିକା ରୋଡ଼ ଏଟିଏମ୍‌ ଏବଂ ମେଡିକାଲ ଏଟିଏମ୍‌ରେ ୪୦ଲକ୍ଷ ଟଙ୍କା ଭର୍ତ୍ତି କରିବାକୁ ନେଇ ସିକ୍ୟୁର ଭ୍ୟାଲି...

‘କୃଷି କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ ଆବଶ୍ୟକ’

କଟକ ଅଫିସ, ୪ା୩: ଜନହିତକର କାର୍ଯ୍ୟ ନିର୍ବାହ ପୂର୍ବରୁ ତାହାର ଆନୁଷଙ୍ଗିକ ଦିଗକୁ ଧ୍ୟାନ ଦେବା ଆବଶ୍ୟକ। ଏଥିସହ କାର୍ଯ୍ୟଶୈଳୀର ଅନୁଶୀଳନ ଓ ପ୍ରଗତିକୁ ତୁଳନାତ୍ମକ...

ମାନବିକତା ଦେଖାଇଲେ ମୁସଲମାନ ଯୁବକ

ସମ୍ବଲପୁର,୨୨ା୨(ବ୍ୟୁରୋ): ମାନିବିକତ ଆଗରେ କୌଣସି ଧର୍ମ ବଡ଼ ନୁହେଁ। ଏହାର ଜ୍ଜଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାର କୋଭିଡ୍‌ ହସ୍ପିଟାଲରେ। ମୃତ୍ୟୁ...

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା...

Advertisement
Archives

Model This Week