Posted inଫୁରସତ

ଦେଶ ସୁରକ୍ଷାରେ ତଟରକ୍ଷୀ ବାହିନୀ

ଦେଶର ସୁରକ୍ଷାରେ ତଟରକ୍ଷୀ ବାହିନୀଙ୍କ କାର୍ଯ୍ୟ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସେମାନଙ୍କ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଫେବୃୟାରୀ ୧ରେ ଭାରତୀୟ ତଟରକ୍ଷୀ ବାହିନୀ ଦିବସ ପାଳନ କରାଯାଇଥାଏ। ଇଣ୍ଡିଆନ କୋଷ୍ଟଗାର୍ଡ ୧ ଫେବୃୟାରୀ ୨୦୨୩ରେ ଏହାର ୪୭ତମ ଦିବସ ପାଳନ କରୁଛି। ୧୯୭୮ରେ ମାତ୍ର ୭ ଭୂପୃଷ୍ଠ ପ୍ଲାଟଫର୍ମରୁ ଏକ ସାମାନ୍ୟ ଆରମ୍ଭ ହୋଇଥିବା ତଟରକ୍ଷୀ ବାହିନୀ ପାଖରେ ସମ୍ପ୍ରତି ୧୫୮ ଜାହାଜ ଏବଂ ୭୦ଟି ବିମାନ ସହିତ ଏକ ଶକ୍ତିଶାଳୀ ସୁରକ୍ଷାଶକ୍ତିରେ ପରିଣତ ହୋଇଛି। ୨୦୨୫ ସୁଦ୍ଧା ଏହା ୨୦୦ ଭୂପୃଷ୍ଠ ପ୍ଲାଟଫର୍ମ ଏବଂ ୮୦ ବିମାନ ହାସଲ କରିବା ଲକ୍ଷ୍ୟ ଧାର୍ଯ୍ୟ କରିଛି। ଭାରତୀୟ ତଟରକ୍ଷୀ ବାହିନୀ (ଆଇସିଜି) ୧ ଫେବୃୟାରୀ ୧୯୭୭ରେ ସୃଷ୍ଟି ହୋଇଥିଲା, ଯେଉଁଥିରେ ଦୁଇଟି ଛୋଟ କର୍ଭେଟ ଏବଂ ପାଞ୍ଚଟି ପାଟ୍ରୋଲିଂ ଡଙ୍ଗା ଭାରତୀୟ ନୌସେନାରୁ ସ୍ଥାନାନ୍ତରିତ ହୋଇଥିଲା। ଏହାର କର୍ତ୍ତବ୍ୟ ଏବଂ କାର୍ଯ୍ୟଗୁଡିକ ଆନୁଷ୍ଠାନିକ ଭାବରେ କୋଷ୍ଟଗାର୍ଡ ଅଧିନିୟମରେ ବ୍ୟାଖ୍ୟା କରାଯାଇଥିଲା, ଯାହା ଭାରତର ସଂସଦ ଦ୍ୱାରା ୧୮ ଅଗଷ୍ଟ ୧୯୭୮ରେ ପାରିତ ହୋଇଥିଲା। ସମ୍ପ୍ରତି ଭାରତୀୟ ତଟରକ୍ଷୀ ବାହିନୀରେ ୩ ପ୍ରଦୂଷଣ ନିୟନ୍ତ୍ରଣ ଜାହାଜ, ୨୭ଟି ଅଫଶୋର ପାଟ୍ରୋଲିଂ ଜାହାଜ, ୪୫ଟି ଦ୍ରୁତ ପାଟ୍ରୋଲିଂ ଜାହାଜ, ୮୨ଟି ପାଟ୍ରୋଲିଂ ଡଙ୍ଗା, ୧୪ଟି ପାଟ୍ରୋଲିଂ କ୍ରାଫ୍ଟ, ୧୮ ଓଭରକ୍ରାଫ୍ଟ, ୬୭ ଏୟାର କ୍ରାଫ୍ଟ ମୁତୟନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri