ବାତ୍ୟା ପ୍ରଭାବ: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ସମ୍ପର୍କିତ ପୂର୍ବାନୁମାନରେ କୌଣସି ପରିବର୍ତ୍ତନ କରାଯାଇନି। ଶୁକ୍ରବାର ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଶନିବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ୨୩ ତାରିଖରେ ଅବପାତର ରୂପ ନେବ। ୨୪ ତାରିଖରେ ବାତ୍ୟାରେ ରୂପାନ୍ତରିତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ୨୫ରୁ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହେବ। ସାଧାରଣତଃ ବାତ୍ୟା ଗତିପଥର ଡାହାଣ ପାର୍ଶ୍ୱରେ ଅଧିକ ପବନ ଓ ବର୍ଷା ହୁଏ। ବାତ୍ୟାର ବାମପଟ ଅର୍ଥାତ ଓଡ଼ିଶା ଉପକୂଳ ଅଞ୍ଚଳ ମଧ୍ୟ ପ୍ରଭାବିତ ହେବ। ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳ ଅଧିକ ପ୍ରଭାବିତ ହେବ। ଅବପାତରେ ପରିଣତ ହୋଇନଥିବାରୁ ଲ୍ୟାଣ୍ଡଫଲ ସ୍ଥାନ ନିରୂପଣ ହୋଇନି। ସମ୍ଭାବ୍ୟ ବାତ୍ୟା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?