ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସୋମବାର ଦ୍ୱିପ୍ରହରରେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିବାରୁ ପରିବାର ଲୋକେ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରିଥିଲେ। ସେ ପୂର୍ବରୁ କେନ୍ଦ୍ର ସରକାରଙ୍କ କାର୍ଯ୍ୟଶୈଳୀ ଉପରେ ଅସନ୍ତୁଷ୍ଟ ହୋଇ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri