Posted inଜାତୀୟ

୮୩ ଲ୍ୟାଣ୍ଡମାଇନ୍‌ ନିଷ୍କ୍ରିୟ କଲେ କୋବ୍ରା-ସିଆର୍‌ପିଏଫ୍‌ ଯବାନ

ଗୟା,୨୭।୨: ବିହାରର ଗୟା ଜିଲାରେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ୮୩ ଲ୍ୟାଣ୍ଡ୍‌ମାଇନ୍‌କୁ ଠାବ କରି ଏସବୁକୁ ନିଷ୍କ୍ରିୟ କରାଯାଇଛି। କୋବ୍ରା-୨୫୦ ବାଟାଲିୟନ୍‌ ଏବଂ ସିଆର୍‌ପିଏଫ୍‌ର ୧୫୯ ଏବଂ ୪୭ ବାଟାଲିୟନ ଯବାନଙ୍କ ମିଳିତ ଉଦ୍ୟମରେ ଏହା ସମ୍ଭବ ହୋଇଛି। ଏଥିରେ ଗୟା ପୋଲିସ ବାହିନୀ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଇଛି। ମିଳିତ ସର୍ଚ୍ଚ ଅବରେଶନ ସମୟରେ ଢକପହାଡି, ସାଗରପୁର, ଖଜୈତିଆ ଔରଙ୍ଗାବାଦ, ମଦନପୁର ଆଦିର ସୀମାବର୍ତ୍ତୀ ଅଞ୍ଚଳରୁ ୮୧୫ କିଲୋଗ୍ରାମ୍‌ର ବିସ୍ପୋରକ ସାମଗ୍ରୀ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲା ‘ତାଣ୍ଡବ’ର ପୂରା ଟିମ୍‌

ନୂଆଦିଲ୍ଲୀ,୧୮।୧: ଆମାଜନ ପ୍ରାଇମ ଭିଡିଓର ନୂଆ ଓ୍ବେବ ସିରିଜ୍‌ ‘ତାଣ୍ଡବ’ କାଷ୍ଟ ଓ କ୍ରୁ ମେମ୍ବର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଓ୍ବେବ ସିରିଜ୍‌ର...

କେମିତି ହୋଇଥିଲା ହାଇଦ୍ରାବାଦ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ହାଇଦ୍ରାବାଦ୍‌,୬।୧୨: ୮ ଦିନ ତଳେ ତେଲେଙ୍ଗାନରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା...

ପିତାଙ୍କ ମୃତ୍ୟୁ ପରେ ପୋଷ୍ୟ ସନ୍ତାନଙ୍କୁ ମିଳିବନି ପେନସନ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୮।୧ : ପାରିବାରିକ ପେନସନ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ଯେ ଯଦି ଜଣେ ସରକାରୀ କର୍ମଚାରୀ ଥିବା...

ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମଲେଖା: ୨୦୨୦ରୁ ଏମ୍ସରେ ଲାଗୁ ହେବ ନିଟ୍‌

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଗାମୀ ୨୦୨୦ ଶିକ୍ଷାବର୍ଷରୁ ଏମ୍ସ, ଜେଆଇପିଏମ୍‌ଇଆର୍‌ (ଜବାହରଲାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପୋଷ୍ଟଗ୍ରାଜୁଏଟ୍‌ ମେଡିକାଲ ଏଜୁକେଶନ ଆଣ୍ଡ ରିସର୍ଚ୍ଚ) ସମେତ ଦେଶର ସମସ୍ତ ମେଡିକାଲ କଲେଜରେ...

‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’

ନୂଆଦିଲ୍ଲୀ,୨୯ା୪: କରୋନା ଭୂତାଣୁର ଉପଚାର ଲାଗି ପ୍ଲାଜ୍‌ମା ଥେରାପିକୁ ସମର୍ଥନ କରାଯିବାର କୌଣସି ଭିତ୍ତି ନାହିଁ। ଏହାର ଅଧିକ ଗବେଷଣା ଜରୁରୀ ବୋଲି ଇଣ୍ଡିଆନ୍‌ କାଉନ୍‌ସିଲ...

୫୫ ହଜାର ଟଙ୍କାରେ ଚନ୍ଦ୍ରରେ ଜାଗା କିଣିଲେ ସୁଶାନ୍ତଙ୍କ ପ୍ରଶଂସକ

ଆଗ୍ରା, ୨୬।୯: ତାଜ୍‌ ନଗରୀ ଆଗ୍ରାର ଜଣେ ଯୁବକ ଚନ୍ଦ୍ରରେ ଜାଗା କିଣିଛନ୍ତି। ଯୁବକ ଜଣଙ୍କ କହିଛନ୍ତି, ସେ ତାଙ୍କ ପରିବାର ଲୋକଙ୍କ ଲାଗି ଏପରି...

୨୦ ବର୍ଷର ଲୋକସେବା: ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୭।୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଲୋକସେବାକୁ ୨୦ ବର୍ଷ ପୂରଣ ହୋଇଛି। ଇତିମଧ୍ୟରେ ସେ ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ ମୁଡରେ ଶିନ୍ଦେ: ବଦଳିବନି ଔରଙ୍ଗାବାଦ-ଉସ୍‌ମାନାବାଦର ନାମ

ମୁମ୍ବାଇ,୧୫।୭: ମହାରାଷ୍ଟ୍ରରେ କ୍ଷମତା ଭାର ସମ୍ଭାଳିବା ମାତ୍ରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉଦ୍ଧବ ଠାକରେ ସରକାରଙ୍କ ନିଷ୍ପତ୍ତି ଉପରେ ରୋକୋ ଲଗାଇବା ଆରମ୍ଭ କରିଛନ୍ତି। ଏହି...

Advertisement
Archives

Model This Week