Posted inଜାତୀୟ

କୋବ୍ରା ପାଇଁ ରାସ୍ତା ଜାମ

ବାଙ୍ଗାଲୋର, ୧୨।୨: ଦୁର୍ଘଟଣା କାରଣରୁ ଆମ ଦେଶରେ ଟ୍ରାଫିକ ସମସ୍ୟା ଦେଖାଦେବା ସାଧାରଣ କଥା। କିନ୍ତୁ କର୍ନାଟକର ଉଡୁପି ଅଞ୍ଚଳରେ ଏକ ଭିନ୍ନ କାରଣରୁ   ଧରି ରାସ୍ତାରେ ଅଟକିବାକୁ ପଡ଼ିଥିଲା ଲୋକମାନଙ୍କୁ। ବ୍ୟସ୍ତ ବହୁଳ କଲସାଙ୍କା ଜଙ୍କଶନ ରାସ୍ତାରେ ଗୁରୁବାର ଏକ କୋବ୍ରା ରାସ୍ତା ପାର ହୋଇଥିବା ଦେଖିବାକୁ ପାଇଥିଲେ ଟ୍ରାଫିକ ପୋଲିସ। ଏହାପରେ ଚତୁଃ ପାର୍ଶ୍ୱରୁ ଗାଡ଼ି ଅଟକାଇବାକୁ ଦେଇଥିଲା ସିଗନାଲ। ଏହି ଘଟଣାରୁ ରାସ୍ତାରେ ଅଟକି ରହିଥିବା ଗାଡ଼ି ଚାଳକମାନେ ଫୋନରେ ଶୁଟ୍‌ କରିବାରେ ଲାଗି ପଡ଼ିଥିଲେ।

ଟୁଇଟରରେ ଶେୟାର ହୋଇଥିବା ଏହି ଘଟଣାର ଭିଡିଓକୁ ଏପର୍ଯ୍ୟନ୍ତ ୨୫ ହଜାର ଲୋକେ ଦେଖିସାରିଲେଣି। ୟୁଜର୍ସମାନେ କୋବ୍ରାକୁ ଦେଖିବା ପରେ ଟ୍ରାଫିକ ପୋଲିସର କାର୍ଯ୍ୟକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

ଠିକ୍‌ ୪ଟା ବାଜିଲେ କାହିଁକି ହୁଏ ବର୍ଷା? ରହସ୍ୟ ଜାଣି ଚମକି ପଡିଲେ ବୈଜ୍ଞାନିକ

ବିଶ୍ୱ ଅନେକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ପାଣିପାଗ ଘଟଣା ଦେଖିଥାଏ, କିନ୍ତୁ ବିଷୁବ ରେଖା ନିକଟରେ ଘଟୁଥିବା ଏକ ଘଟଣା ବୈଜ୍ଞାନିକ ଏବଂ ସାଧାରଣ ଲୋକଙ୍କୁ ଉଭୟଙ୍କୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri