କୋକାକୋଲା ଇଣ୍ଡିଆ ମୁଖ୍ୟ ହେଲେ ଓଡ଼ିଆ ପୁଅ ସଙ୍କେତ

ଭୁବନେଶ୍ୱର,୮।୯ : ମୃଦୁପାନୀୟ କମ୍ପାନୀ କୋକାକୋଲା ଏହାର ଭାରତ ତଥା ଦକ୍ଷିଣ ପଶ୍ଚିମ ଏସିଆ କାରବାରର ମୁଖ୍ୟ ଭାବେ ସଙ୍କେତ ରାଏଙ୍କୁ ନିଯୁକ୍ତ କରିଛି। ରାୟ ଭୁବନେଶ୍ୱର ବାସିନ୍ଦା ହୋଇଥିବା ବେଳେ ଏନ୍‌ଆଇଟି,ଭୋପାଳରୁ ମେକାନିକାଲ ଇଞ୍ଜିନିୟରିଂ ଏବଂ ଏକ୍ସଆଇଏମ୍‌ବିରୁ ଏମ୍‌ବିଏ ଡିଗ୍ରୀ ହାସଲ କରିଛନ୍ତି। ଓଡ଼ିଆ ଭାବେ ଏଭଳି ପଦବୀରେ ଅବସ୍ଥାପିତ ହୋଇଥିବାରୁ ଏହା ରାଜ୍ୟବାସୀଙ୍କ ଲାଗି ଗୌରବର ବିଷୟ। ସଙ୍କେତ ଡିଏମ୍‌ ସ୍କୁଲରୁ ପ୍ରାଥମିକ ଶିକ୍ଷା ପରେ ବିଜେବି କଲେଜରେ ଯୁକ୍ତ ୨ ଶିକ୍ଷା ଗ୍ରହଣ କରିଥିଲେ। ତାଙ୍କ ବାପା ଡ.ଏସ୍‌.କେ.ରାଏ ଜଣେ ପ୍ରାଣୀ ଚିକିତ୍ସକ।


Enter your email to get our daily news in your inbox.

All Right Reserved By Dharitri.Com

CNG ଠାରୁ ବି ଶସ୍ତା ହେଲା ପେଟ୍ରୋଲ! ଦିଲ୍ଲୀରେ ଲିଟର ପ୍ରତି ମାତ୍ର ୮୨ଟଙ୍କାରେ ମିଳିଲା…

ନୂଆଦିଲ୍ଲୀ,୭।୬: ପଶ୍ଚିମ ଏସିଆ (ମିଡିଲ ଇଷ୍ଟ)ରେ ଜାରି ରହିଥିବା ଯୁଦ୍ଧ ଏବଂ ଆକାଶଛୁଆଁ ତେଲ ଦର ମଧ୍ୟରେ ଦିଲ୍ଲୀର ଗାଡ଼ି ଚାଳକଙ୍କ ପାଇଁ ଏକ ବେଶ ଆଶ୍ୱସ୍ତିକର…

୯୪୨ ଟଙ୍କା ପାର୍‌ ହେଲା ଘରୋଇ ସିଲିଣ୍ଡର, ଏବେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ କେତେ ଟଙ୍କା ସବସିଡି ପଠାଇବେ ସରକାର?

ନୂଆଦିଲ୍‌ଲୀ,୭।୬: ଘରୋଇ ଏଲପିଜି (LPG) ମୂଲ୍ୟରେ ପରିବର୍ତ୍ତନ କରାଯାଇଛି ଏବଂ ନୂଆ ଦର ରବିବାର, ୭ ଜୁନରୁ ଲାଗୁ ହୋଇଯାଇଛି। ସିଲିଣ୍ଡର ପିଛା ୨୯ ଟଙ୍କାର ସାମ୍ପ୍ରତିକ…

LPG ପରେ ବଢିଲା କି ପେଟ୍ରୋଲ ଦର? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୭।୬: ଦେଶରେ ୩ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମୂଲ୍ୟରେ ବୃଦ୍ଧି କରାଯାଇଛି। ଅନ୍ୟପଟେ, ପେଟ୍ରୋଲ ଏବଂ ଡିଜେଲ ଦରକୁ…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri