କୋକାକୋଲାରୁ ୪ହଜାର ଛଟେଇ

ବାଙ୍ଗାଲୋର,୩୦।୮: କୋଭିଡ୍‌-୧୯ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ସହ ବଜାରରେ ସମସ୍ୟା ସୃଷ୍ଟି ହୋଇଛି। ବିଶ୍ୱର ପ୍ରମୁଖ କମ୍ପାନୀ କୋକାକୋଲା ବର୍ତ୍ତମାନ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏଥିଲାଗି କମ୍ପାନୀ ଆମେରିକା ସମେତ ଅନ୍ୟ ୟୁନିଟରୁ ମଧ୍ୟ ପ୍ରାୟ ୪ହଜାର କର୍ମଚାରୀଙ୍କୁ ଛଟେଇ କରିଥିବା ସୂଚନା ମିଳିଛି। ମହାମାରୀ ଯୋଗୁ ବିଭିନ୍ନ ସ୍ଥାନରେ ଲକ୍‌ଡାଉନ କଟକଣା ଜାରି ରହିଛି। ଫଳରେ କମ୍ପାନୀର ବାଣିଜି୍ୟକ କାରବାର ହ୍ରାସ ହେବା ସହ ଏହା ସମସ୍ୟା ଦେଇ ଗତି କରୁଛି। ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଗତ କିଛିଦିନ ମଧ୍ୟରେ ୪ଟି ଭୌଗୋଳିକ ପରିସୀମା ମଧ୍ୟରେ ୯ଟି ଅପରେଟିଂ ୟୁନିଟ ସହ ୧୭ଟି ବାଣିଜି୍ୟକ କେନ୍ଦ୍ରରୁ ଏହି ଛଟେଇ କରାଯାଇଛି। ମହାମାରୀ କାରଣରୁ କମ୍ପାନୀ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହେବା ସହ ପ୍ରାୟ ୩୫୦ରୁ ୫୫୦ ମିଲିୟନ ଡଲାର କ୍ଷତି ସହିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri