ରାଜଧାନୀରୁ କୋକେନ୍‌ କାରବାର : ୨ ଅଭିଯୁକ୍ତ ଯିବେ ରିମାଣ୍ଡରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜଧାନୀରୁ କୋକେନ୍‌ ମିଳିବା ଘଟଣାରେ ଗିରଫ ଅଭିଯୁଙ୍କୁ ରିମାଣ୍ଡରେ ଆଣି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଖୋଳତାଡ଼ କରିବ। ୨ ଅଭିଯୁକ୍ତ ରବି ଓ ସନ୍ନିଙ୍କୁ ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ ହୋଇଥିବା ବେଳେ ଶନିବାର ରିମାଣ୍ଡ ନେଇ ଅନୁମତି ମିଳିବା ସହ ରିମାଣ୍ଡରେ କୋକେନ ଲିଙ୍କ୍‌ ଉପରୁ ପରଦା ହଟିବା ନେଇ ଆଶା ରଖାଯାଇଛି। ରିମାଣ୍ଡରେ ନେଇ କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ସେମାନଙ୍କଠାରୁ ସତ ଓଗାଳିବ । ରାଜଧାନୀରେ କାହା ଜରିଆରେ କୋକେନ ବିକ୍ରି କରୁଥିଲେ ? କିଏ କିଏ ବଡ଼ ଗ୍ରାହକ ଥିଲେ? କୋକେନ ସିଣ୍ଡିକେଟରେ ଆଉ କିଏ ରହିଛନ୍ତି? ପରଦା ପଛରେ କାହାର ହାତ ରହିଛି? ଏପରି ଅନେକ ପ୍ରଶ୍ନର ଉତ୍ତର ଆଦାୟ କରିବ ଏସଟିଏଫ୍‌ ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ସଦସ୍ୟ ଗିରଫ; ବିଭିନ୍ନ ମାରଣାସ୍ତ୍ର ଜବତ

କଣ୍ଟାପଡା,୨୨।୬(ଡି.ଏନ୍‌.ଏ.)-କଟକ ଜିଲା କଣ୍ଟାପଡାସ୍ଥିତ ବଟଗୋସେଇଁ ଗାଦୀ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ରବିବାର ଡକାୟତି ପାଇଁ ଯୋଜନା କରୁଥିବାବେଳେ ଓଲଟପୁର ପୋଲିସ ଚଢ଼ାଉ କରି...

ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରସ୍ତାବ ନାହିଁ: ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଶେଷ ଥର ପାଇଁ ୧୯୮୫ ଜୁଲାଇ ୧୪ ତାରିଖରେ ଗଣାହୋଇଥିଲା। ସେହି ସମୟର ଗଣନାନୁଯାୟୀ, ଭଣ୍ଡାର ଘରେ ୪୫୪ ଗୋଟି...

କୋମାରେ କମିଶନରେଟ୍‌ ପୋଲିସ

ଭୁବନେଶ୍ୱର, ୧ା୮(ବ୍ୟୁରୋ): କୋମା ସ୍ଥିତିକୁ ଚାଲିଗଲାଣି କମିଶନରେଟ ପୋଲିସ। ରାଜଧାନୀ ଭୁବନେଶ୍ୱରରେ ଲୁଟେରା ରାଜ୍‌ କଲେଣି। ସକାଳୁ ରାତି ପର୍ଯ୍ୟନ୍ତ ଫୁଟୁଛି ଗୁଳି, ବୁଲୁଛି ଖଣ୍ଡା...

କ୍ଷତିପୂରଣ ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨।୧୧(ନି.ପ୍ର.) ତାଳଚେରସ୍ଥିତ ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ଦୁଇଦିନ ହେଲା କଣିହାଁ ବ୍ଲକ ସାନତ୍ରିବିଡା ଗ୍ରାମବାସୀ...

ଗତ ଦଶନ୍ଧିରେ ଦାରିଦ୍ର୍ୟ ୨୪% କମିଛି

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶତ ପ୍ରତିଶତ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ନାବାର୍ଡ ଅଧ୍ୟକ୍ଷ ଜି. ଆର୍‌....

ଗୋପାଳପୁର ବେଳାଭୂମି ମହୋତ୍ସବ ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କ୍ଷମତାର ଅପବ୍ୟବହାର କରି ସରକାରଙ୍କୁ ଲୁଟୁଥିଲେ ସରପଞ୍ଚ

ଲୋଇସିଂହା,୨୭।୧: କ୍ଷମତାର ଅପବ୍ୟବହାର କରି ନିଜ ଦୁଇ ସମ୍ପର୍କୀୟଙ୍କ ନାଁରେ ୨ଟି ଗ୍ରାମୀଣ ଆବାସ ଘର ହାତେଇବା ବଲାଙ୍ଗୀର ସଦର ବ୍ଲକ ଲୋଇସିଂହା ଥାନା ଅନ୍ତର୍ଗତ...

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week