Posted inଜାତୀୟ

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର ବିଶ୍ୱବିଦ୍ୟାଳୟକୁ ଭାଙ୍ଗିବା ପାଇଁ ଆଦେଶ ଦେଇଛନ୍ତି। ଏହାକୁ ନେଇ CJP କହିଛି ଯେ ଏହା ଦେଶ ପାଇଁ ଠିକ ହେବ ନାହିଁ।

କକ୍ରୋଚ ଜନତା ପାର୍ଟି ‘X’ ରେ ଲେଖିଛି, ’ଦେଶରେ ତ ସେମିତି ବି ରିପୋର୍ଟ ଅନୁଯାୟୀ ପ୍ରାୟ ୨୦ ରୁ ଅଧିକ ସ୍କୁଲ ପ୍ରତିଦିନ ବନ୍ଦ ହେଉଛି, ଏଭଳି ପରିସ୍ଥିତିରେ ଉତ୍ତରପ୍ରଦେଶରେ ବିଶ୍ୱବିଦ୍ୟାଳୟକୁ ଭଙ୍ଗାଯିବା ଅର୍ଥ ଶିକ୍ଷାକୁ ଦଳି ଦେବା ଭଳି ଏକ ନିଷ୍ପତ୍ତି ହେବ, ଯାହା ଏହି ଦେଶ ପାଇଁ ଆଦୌ ଠିକ ହେବ ନାହିଁ।’ CJP ପକ୍ଷରୁ କୁହାଯାଇଛି ଯେ ଉତ୍ତରପ୍ରଦେଶ ସରକାର ଏହି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବା ଉଚିତ୍‌ ଏବଂ ଏହି ଆଦେଶ ପ୍ରତ୍ୟାହାର କରିବା ଉଚିତ୍‌।

ସୂଚନାଯୋଗ୍ୟ ଯେ ରାମପୁର ବିକାଶ ପ୍ରାଧିକରଣ ବିଶ୍ୱବିଦ୍ୟାଳୟ ପରିସରରେ ନିର୍ମିିତ ୪୦ଟି କୋଠା ମଧ୍ୟରୁ ୩୮ଟିକୁ ବେଆଇନ ବୋଲି ଘୋଷଣା କରାଯାଇଛି। ଏହି କୋଠାଗୁଡ଼ିକର ନିର୍ମାଣକୁ ବେଆଇନ ମାନି ସେଗୁଡ଼ିକ ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ପାଇଁ ଆଦେଶ ଜାରି କରାଯାଇଛି। ରାମପୁରର ଜିଲାପାଳ କହିଛନ୍ତି ଯେ ଅନୁଷ୍ଠାନକୁ ୧୫ ଦିନର ସମୟ ଦିଆଯାଇଛି, ଯଦି ସେମାନେ ବେଆଇନ ନିର୍ମାଣ ହଟାନ୍ତି ନାହିଁ, ତେବେ ରାମପୁର ବିକାଶ ପ୍ରାଧିକରଣ ନିଜସ୍ବ ସ୍ତରରେ ଧ୍ୱଂସକାର୍ଯ୍ୟ ଅଭିଯାନ ଚଳାଇବ। ରାମପୁର ପ୍ରଶାସନ ପକ୍ଷରୁ ନିଆଯାଇଥିବା ଏହି କାର୍ଯ୍ୟାନୁଷ୍ଠାନକୁ ସମାଜବାଦୀ ପାର୍ଟି ବିରୋଧ କରୁଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?