ଗଞ୍ଜା ରାବ ନୁହେଁ ଅପରାଧ, ଏହା ତାଙ୍କର ଅଧିକାର: ଫ୍ରାନ୍ସ ସରକାରଙ୍କ ନିର୍ଦ୍ଦେଶ ଜାରି…

ପ୍ୟାରିସ,୭।୧୨ : ପ୍ରାଣୀମାନଙ୍କ ଅଧିକାରର ସୁରକ୍ଷା ପାଇଁ ବହୁ ଲୋକେ ବାହାରିଥାନ୍ତି। କେହି କେହି ମାଂସାହାର ବିରୁଦ୍ଧରେ ଛିଡା ହୋଇଥିବାବେଳେ ଅନ୍ୟମାନେ ପ୍ରାଣୀଙ୍କୁ ବାନ୍ଧି ରଖିବାକୁ ଭୁଲ ବୋଲି କହିଛନ୍ତି। ପ୍ରାଣୀ ଅଧିକାର ପାଇଁ ଲଢୁଥିବା କେତେକ ଗୋଷ୍ଠୀ ଏନେଇ ଆଗେଇ ଆସିଥାନ୍ତି।

ବର୍ତ୍ତମାନ ୟୁରୋପୀୟ ଦେଶ ଫ୍ରାନ୍ସ ସରକାର ଏଭଳି ଏକ ବଡ ପଦକ୍ଷେପ ନେଇ ଖବରରେ ଅଛନ୍ତି। ଫ୍ରାନ୍ସରେ ଆଲୋଚନା ହେଉଥିବା ନୂତନ ନିୟମରେ ଗଞ୍ଜାମାନଙ୍କୁ ରାବିବାର ଅଧିକାର ଦେଉଛି । ଫ୍ରାନ୍ସ ସରକାର ଗଞ୍ଜାଙ୍କ ସହିତ ଠିଆ ହୋଇଛନ୍ତି। କେହି ଏହା ଉପରେ ଅଭିଯୋଗ ମଧ୍ୟ କରିପାରିବେ ନାହିଁ। ଯଦି କେହି ଏହା ଉପରେ ଅଭିଯୋଗ କରିବାକୁ ଚେଷ୍ଟା କରନ୍ତି ତେବେ ଏହାକୁ ଆଜେବାଜେ ବୋଲି ଭାବନ୍ତୁ ।

ଫ୍ରାନ୍ସରେ, ଲୋକମାନେ ସହରର ଭିଡରୁ ରକ୍ଷା ପାଇବା ପାଇଁ ଅନେକ ସମୟରେ ଗ୍ରାମରେ ସେମାନଙ୍କର ଘର ନିର୍ମାଣ କରନ୍ତି, କିମ୍ବା ବେଳେବେଳେ ସେମାନେ ଶାନ୍ତି ପାଇଁ ଏଠାକୁ ଯାଇଥାନ୍ତି । ତେବେ ଅସୁବିଧାଟି ହେଲା ସକାଳେ ଗଞ୍ଜା ରାବିବା ଏବଂ କୁକୁର ଭୁକିବା ଏହି ସହରୀ ଲୋକଙ୍କ ପାଇଁ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିବ। ଶେଷରେ ମାମଲା ପୋଲିସ ପାଖରେ ପହଞ୍ଚିବ। ଫ୍ରାନ୍ସ କୋର୍ଟରେ ଏପରି ଶହ ଶହ ମାମଲା ବିଚାରାଧୀନ ଅଛି ଯେଉଁଥିରେ କୁକୁଡ଼ା ରାବ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରାଯାଇଛି। ଯଦିଓ ସରକାର ଏହା ଚାହାଁନ୍ତି ନାହିଁ, ତଥାପି ସରକାର ଏକ ନିୟମ ପ୍ରଣୟନ କରିଛନ୍ତି ଗଞ୍ଜା ଜୋରରେ ରାବିବ, କିନ୍ତୁ କେହି ତାହାର କିଛି କରିପାରିବେ ନାହିଁ।

ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଏହି ଆଇନକୁ ସମର୍ଥନ କରିଥିଲେ ଏବଂ ଏହା ସିନେଟରେ ପହଞ୍ଚିଥିଲା। ଗଞ୍ଜା ରାବକୁ ସମର୍ଥନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri