ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ |
ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ ଗଜପତି ଜିଲାରେ କାଳ ବୈଶାଖୀର ତାଣ୍ଡବ ଲାଗି ରହିଛି | ଶୁକ୍ରବାର  ସନ୍ଧ୍ୟା ସମୟରେ ଗଜପତି ଜିଲା ମୋହନା ବ୍ଲକ ଡମ୍ବଗୁଡ଼ା ପଞ୍ଚାୟତ ବୁଢ଼ାନିଲ୍ଡି ଗାଁରେ ଏହି ଅଘଟଣ ଘଟିଛି | ଅଡବା ଅଞ୍ଚଳରେ ଘଡ଼ଘଡ଼ି ସହ ପ୍ରବଳ ପବନ ବର୍ଷା ସହ ବିଜୁଳି ମାରିଥିଲା । ଗାଁରେ ଦୁଃଖୀ ଶ୍ୟାମ ମଲ୍ଲିକ ଘର ସାମ୍ନାରେ ଥିବା ଏକ ନଡ଼ିଆ ଗଛ ଉପରେ ବଜ୍ରପାତ ହୋଇଥଲା । ଫଳରେ ବଜ୍ରାଘାତରେ ନଡ଼ିଆ ଗଛଟି ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଥିଲା। ଯାହାର ଦୃଶ୍ୟଗାଁର କିଛି ଯୁବକ ମୋବାଇଲ୍ ରେ କଏଦ କରିଛନ୍ତି।  ବଜ୍ରପାତ ଯୋଗୁ ଗ୍ରାମବାସୀ ମାନେ ଭୟଭୀତ ହୋଇ ଯାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?