ଅକ୍ଟୋବରରେ ରିଲିଜ ହେବ କୋଡ ନେମ: ତ୍ରିରଙ୍ଗା, ନୂଆ ଯୋଡି କରିବେ ଧମାକା

ମୁମ୍ବାଇ: ଖୁବଶୀଘ୍ର ବଡ ପରଦାରେ ନଜର ଆସିବେ ବଲିଉଡ କୁଇନ ପରିଣିତି ଚୋପ୍ରା ଓ ଆଗଧାଡିର ପଞ୍ଜାବୀ ଗାୟକ ହର୍ଡି ସଂଧୁ । ଏହି ଯୋଡିଙ୍କୁ ଦର୍ଶକେ ଫିଲ୍ମ ‘କୋଡ ନେମ: ତ୍ରିରଙ୍ଗାରେ ଦେଖିବାକୁ ପାଇବେ । ଆଉ ଫିଲ୍ମଟି ଆସନ୍ତା ମାସରେ ସିନେମା ହଲରେ ରିଲିଜ ହେବାକୁ ଯାଉଛି । ଟି ସିରିଜ, ରିଲାୟନ୍ସ ଏଣ୍ଟରଟେନମେଣ୍ଟ, ଫିଲ୍ମ ହ୍ୟାଙ୍ଗର ଓ ଫିଲ୍ମ ନିର୍ମାତା ରିଭୁ ଦାସଗୁପ୍ତାଙ୍କ ଏହି ଫିଲ୍ମର ରିଲିଜ ଡେଟ ଘୋଷଣା କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଫିଲ୍ମ କୋଡ ନେମ: ତ୍ରିରଙ୍ଗା ଆସନ୍ତା ମାସ ଅର୍ଥାତ୍ ଅକ୍ଟୋବର ୧୪ରେ ରିଲିଜ ହେବ । ଫିଲ୍ମର ରିଲିଜକୁ ନେଇ ଫିଲ୍ମ ମେକର ରିଭୁ ଦାସଗୁପ୍ତା ଖୁବ ଏକ୍ସାଇଟେଡ ଅଛନ୍ତି ।
ସୂଚନାଯୋଗ୍ୟ, ଫିଲ୍ମର ରିଲିଜ ଡେଟ ଘୋଷଣା କରିବା ସମୟରେ ରିଭୁ ଦାସଗୁପ୍ତା କହିଛନ୍ତି, ମୁଁ ମୋର ଆଗାମୀ ଫିଲ୍ମର ରିଲିଜ ଡେଟ ଘୋଷଣା କରି ଖୁବ ଖୁସି ଅନୁଭବ କରୁଛି । ମୋର ଆଶା ଦର୍ଶକଙ୍କୁ ଏହି ଆକ୍ସନ ଏଣ୍ଟଟେନମେଣ୍ଟ ନିଶ୍ଚିତ ଭାବେ ପସନ୍ଦ ଆସିବ । ଦେଶ ପାଇଁ ନିଜର କର୍ତ୍ତବ୍ୟ କରୁଥିବା ଜଣେ ସେନାଙ୍କ ବଳିଦାନ ଉପରେ ଆଧାରିତ ଏହି ଫିଲ୍ମ । ଏହାଏକ ଗୁପ୍ତଚରର କାହାଣୀ । ଏହି ଫିଲ୍ମରେ ପରିଣିତି ଚୋପ୍ରା ଏକ ର ଏଜେଣ୍ଟ ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri