କୋରାପୁଟରେ ଉତ୍ପାଦିତ କଫି ଗଲା କର୍ନାଟକ

କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟର ଉତ୍ପାଦିତ ୩୧୮ କୁଇଣ୍ଟାଲ କଫି ଶନିବାର ୨ଟି ଟ୍ରକରେ କର୍ନାଟକ ପଠାଯାଇଛି। ଏହାକୁ ଜିଲାପାଳ ଅବଦାଲ ମହମ୍ମଦ ଅଖତାର ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ କୋରାପୁଟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀର କୁମାର ନାୟକ, କୋରାପୁଟ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କାରୁ ସୋରେନ, ଜିଲା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଭବାନୀ ଶଙ୍କର କାଲୋ, ଟିଡିସିସିର ଶାଖା ପରିଚାଳକ ସୁରେଶ ଚନ୍ଦ୍ର ମଲ୍ଲିକ ଓ ମାକେଟିଂ ଅଧିକାରୀ ଆଶୁତୋଷ ନନ୍ଦ, କାପକୋ ଅଧ୍ୟକ୍ଷା ସାବିତ୍ରୀ ନାୟକ,କାର୍ଯ୍ୟନିର୍ବାହୀ ଅଧିକାରୀ ତପନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଆନ୍ତଜାର୍ତୀୟ ଖ୍ୟାତି ସମ୍ପନ୍ନ ଟାଟା କମ୍ପାନୀ ସହିତ କୋରାପୁଟ କଫିକୁ ସଂଯୋଗ କରାଯାଇପାରିଥିବା ଆଦିବାସୀ ଉନ୍ନୟନ ସମବାୟ ନିଗମ ଶାଖା ପରିଚାଳକ ସୁରେଶ ଚନ୍ଦ୍ର ମଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଦିନିକିଆ ପାଇଁ ଟିମ ଇଣ୍ଡିଆରେ ବଡ଼ ପରିବର୍ତ୍ତନ! ଏହି ଷ୍ଟାର୍‌ ବୋଲରଙ୍କ ହେବ ଏଣ୍ଟ୍ରି, ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ, ୫।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଟିମ ଇଣ୍ଡିଆର ଆରମ୍ଭ ଧମାକାଦାର ରହିଛି। ଅକଲାଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ଭାରତ ୫ ଉଇକେଟ୍‌ରେ ବିଜୟ ହାସଲ…

ଅକଲାଣ୍ଡରେ କୋହଲିଙ୍କ ଶେଷ ଦିନିକିଆ ମ୍ୟାଚ! ବ୍ୟାଟ ଉଠାଇ ଫ୍ୟାନ୍ସଙ୍କୁ ଦେଲେ ଏମିତି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୫।୧୧: ବିରାଟ କୋହଲି ୫୧ଟି ବଲରୁ ୧୩ଟି ଚୌକା ଓ ଗୋଟିଏ ଛକା ସହ ୭୪ ରନର ଚମତ୍କାର ଇନିଂସ ଖେଳି ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ବିବାହ ପ୍ରତିଶ୍ରୁତି ଦେଇ ଦିବ୍ୟାଙ୍ଗ ଯୁବତୀଙ୍କୁ ପ୍ରତାରଣା କଲେ ସନାତନ: ବାନ୍ଧିଲା ପୋଲିସ

ଦେବଗଡ଼, ୫।୧୧(ଶଶାଙ୍କ ଶେଖର ଝାଙ୍କର):ଫେସବୁକ୍‌ ବନ୍ଧୁତା, ପରେ ପ୍ରେମ ସମ୍ପର୍କ ଏବଂ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଶାରୀରିକ ସମ୍ପର୍କ ପାଇଁ ପ୍ରଲୋଭିତ କରିବା…

ବିରାଟ ଏତେ ରନ୍‌ କରିକି ବି ବିଜୟ ଶ୍ରେୟ ଦେଲେନି ଗିଲ୍‌, ଜାଣନ୍ତୁ କାହାକୁ ଦେଲେ, ନାଁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୫।୧୧: ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ଏହି ବିଜୟ ପରେ ଟିମର ବୋଲିଂ ଓ ଫିଲ୍ଡିଂକୁ ନେଇ…

ବିରାଟଙ୍କ ବିଶ୍ୱ ରେକର୍ଡ, SENA ଦେଶରେ ଏଭଳି କମାଲ କରିଥିବା ଏକମାତ୍ର କ୍ରିକେଟର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୫।୧୧: ଅକଲାଣ୍ଡ ଦିନିକିଆ ମ୍ୟାଚରେ ବିରାଟ କୋହଲି ୭୪ ରନର ଧୂଆଁଧାର ଇନିଂସ ଖେଳି ଟିମ ଇଣ୍ଡିଆକୁ ବିଜୟୀ କରାଇଛନ୍ତି। ଏହା ସହିତ ସେ ନିଜ…

ଯୁକ୍ତ୨ ନାମଲେଖା: ତୃତୀୟ ପର୍ଯ୍ୟାୟରେ ୧୦,୧୫୮ ଛାତ୍ରୀଛାତ୍ର ମନୋନୀତ

ଭୁବନେଶ୍ୱର,୫ା୧୧(ସୁଚିସ୍ମିତା ସାହୁ): ଯୁକ୍ତ୨ ନାମଲେଖାର ତୃତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟାରେ ୧୦,୧୫୮ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦,୫୦୨ଜଣ ଆବେଦନ କରିଥିଲେ। ଚୟନ…

୨ରୁ ଅଧିକ ସନ୍ତାନ ଥିବା ବ୍ୟକ୍ତିଙ୍କୁ ଦଣ୍ଡିତ କରୁଥିବା ଆଇନର ପ୍ରାସଙ୍ଗିକତା ଆଉ ନାହିିଁ

ନୂଆଦିଲ୍ଲୀ, ୫ା୧୧: ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି। ତେଣୁ ୨ରୁ ଅଧିକ…

ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଶୁଭ ଯୋଗ: ୪ ରାଶିଙ୍କ ବଢ଼ିବ ଧନ, ଘରକୁ ଆସିବ ଖୁସି ଖବର

ବର୍ଷ 2026 ରେ ଦୀପାବଳି ପର୍ୱ ନଭେମ୍ୱର 8 ତାରିଖରେ ପାଳନ କରାଯିବ। ଏହାର ଠିକ ଗୋଟିଏ ଦିନ ପୂର୍ୱରୁ ଅର୍ଥାତ ନଭେମ୍ୱର 7 ତାରିଖରେ ତୁଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?