Posted inଫୁରସତ

କୋଲଡ୍ରିଙ୍କ୍ସ ପିଇଲେ କ୍ୟାନସର! ଚେତାଇଲା ହୁ

‘ମିଠା ହେ ପର ଚିନି ନହିଁ ହେ’ ଏପରି କଥା ଆପଣ ବିଭିନ୍ନ କୋଲ୍ଡ ଡ୍ରିଙ୍କ୍ସର ବିଭିନ୍ନ ବିଜ୍ଞାପନରେ ଶୁଣିବାକୁ ପାଇଥିବେ। କିନ୍ତୁ ଏକ ରିପୋର୍ଟରୁ ଜଣାପଡିଛି କି, ଏପରି କୋଲ୍ଡ ଡ୍ରିଙ୍କ୍ସ ଏବଂ ଡାଏଟ୍‌ କୋକ୍‌ରେ ରହିଛି କ୍ୟାନସର୍‌ ସୃଷ୍ଟିକାରୀ ତତ୍ତ୍ୱ। ଏନେଇ ଚେତାଇଛି ହୁ। ବିଭିନ୍ନ ପ୍ରକାର କୋଲ୍ଡଡ୍ରିଙ୍କ୍ସରେ ଆର୍ଟିଫିସିଆଲ ସୁଇଟ୍‌ନର କିମ୍ବା କୃତିମ ମିଠା ରହିଥିବାର କହିଛି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ। ଏହି କୃତିମ ମିଠାରୁ କ୍ୟାନସର୍‌ ହେବାର ଆଶଙ୍କା ରହିଛି ବୋଲି ହୁ ଚେତାବନୀ ଦେଇଛି।

ଡାଇବେଟିସ୍‌ ରୋଗୀ କିମ୍ବା କେତେକ ସ୍ବାସ୍ଥ୍ୟ ସଚେତନ ବ୍ୟକ୍ତି ଏହି କୃତିମ ମିଠାକୁ ନିଜ ଦୈନନ୍ଦିନ ଖାଦ୍ୟପଦାର୍ଥ କିମ୍ବା ପାନୀୟରେ ବ୍ୟକହାର କରନ୍ତି। କୃତିମ ମିଠା ଭାବେ ଆସପୋର୍ଟମକୁ ବିଭିନ୍ନ କୋଲ୍ଡଡ୍ରିଙ୍କ୍ସ, ଡାଏଟ୍‌ କୋକ୍‌ରେ ବ୍ୟବହାର କରାଯାଇଥାଏ। କ୍ୟାନସର ଉପରେ ଗବେଷଣା କରୁଥିବା ଇଣ୍ଟରନ୍ୟାଶନାଲ ଏଜେନ୍ସି ଫର ରିସର୍ଚ୍ଚ ଅନ କ୍ୟାନସର (ଆଇଏଆରସି) ଜୁଲାଇରେ ଆସ୍‌ପାର୍ଟେମ୍‌କୁ କ୍ୟାନସର୍‌ କାରକ ଭାବେ ତାଲିକା ଭୁକ୍ତ କରିବା ନେଇ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri