ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍‌ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି । ଫୁଲବାଣୀରେ ରବିବାର ୫.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାରରେ ସୁଦ୍ଧାରେ ଏହା ୪ ଡିଗ୍ରୀ ରେକର୍ଡ ହୋଇଛି । ସେପଟେ ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଥିବା ତାପାମାତ୍ର ରେକର୍ଡ କରାଯାଇଛି । ଜିଲାରେ ହଠାତ୍‌ ଶୀତ ପଡିବାରୁ ଜୀବନ ଜିବିକା ଅସହ୍ୟ ହୋଇପଡିଛି । ଆଗାମୀ ଦିନରେ ଶୀତ ଆହୁରି ବଢ଼ିବ ବୋଲି ଅନୁମାନ କରାଯାଉଛି । ଖରା ଥିଲେ ମଧ୍ୟ ଶୀତ ବସ୍ତ୍ର ନ ପିନ୍ଧିଲେ ବାହାରକୁ ବାହାରି ହେଉନାହିଁ । ଶୀତ ହଠାତ୍‌ ବୃଦ୍ଧି ପାଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବୟସ୍କ ଏବଂ ବୃଦ୍ଧାବୃଦ୍ଧଙ୍କ ସମସ୍ୟା ଆହୁରି ଜଟିଳ ହୋଇପଡିଛି । ଶୀତ ଏଥର ଆହୁରି ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର...

କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଜାତୀୟ ଲୋକ ଅଦାଲତକୁ ବନ୍ଦ କଲେ ଆଇନଜୀବୀ

ଜୟପୁର, ୧୪।୯(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ଡିସେମ୍ବର ୪ରୁ ଚାଲୁ ରହିଛି। ଦୀର୍ଘ ୧୦ମାସ...

ଅକାରଣରେ ବାହାରକୁ ବାହାରିଲେ ଭୋଗିବେ ଦଣ୍ଡ

ଭୁବନେଶ୍ୱର, ୧ା୪ (ବ୍ୟୁରୋ): ଘର ଦୂଆରେ ପରିବାଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଛି। ତା ସତ୍ତ୍ୱେ ମଧ୍ୟ ଭୁବନେଶ୍ୱର ସହରର କେତେକ ଜନସାଧାରଣଙ୍କ...

କୂଅ ଚାରିପଟେ ସବୁଜ ବାଡ଼

ଢେଙ୍କାନାଳ ଅଫିସ, ୨୧।୧୧ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍‌ ମହୀଧରପୁର ମୁଣ୍ଡାଖମଣ ଅଞ୍ଚଳରେ ହାତୀ ଉପଦ୍ରବ ଚିନ୍ତାର ବିଷୟ ହୋଇଛି। ହାତୀଙ୍କ...

ମେଡିକାଲରୁ ଆଉ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୮ା୯: ଭଦ୍ରକ ଜିଲା ଚିକିତ୍ସାଳୟରୁ ଶନିବାର ଆଉ ୨ ଦଲାଲଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ରାଜ୍ୟ ସରକାର ମେଡିକାଲ ଓ...

ଭୋଟ୍‌ ଗ୍ରହଣ ଦିନ ସରକାରୀ, ବେସରକାରୀ କର୍ମଚାରୀଙ୍କୁ ସବୈତନିକ ଛୁଟି ପ୍ରଦାନ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଭୋଟ୍‌ ଗ୍ରହଣ ଦିନ କର୍ମଚାରୀଙ୍କୁ ସବୈତନିକ ଛୁଟି ଦେବାକୁ...

୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...

ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ...

Advertisement


Archives

Model This Week