Posted inଜାତୀୟ

ଆହୁରି କିଛିଦିନ ଥରାଇବ ଜାଡ଼

ନୂଆଦିଲ୍ଲୀ,୧୫ ।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ ଭାରତ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ଆସନ୍ତା ୨ ଦିନ ବର୍ଷା ଲାଗି ରହିବ । ଏହାସହ ଆଗାମୀ ୪-୫ ଦିନ ଉତ୍ତର ଭାରତରେ ଘନ କୁହୁଡି ଦେଖାଯିବ । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ପଶ୍ଚିମ ଭାରତରେ ଶୀତ ଲହରୀ ଜାରି ରହିବ ବୋଲି ଭବିଷ୍ୟବାଣୀ କରିଛି ଆଇଏମଡି । ଆଇଏମଡିର ସୂଚନା ଅନୁଯାୟୀ, ନିମ୍ନ କ୍ଷେତ୍ରମଣ୍ଡଳ ସ୍ତରରେ ଉତ୍ତର କର୍ନାଟକରୁ ଉତ୍ତର ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ ଚାଲିଛି । ଏହାସହ ଦକ୍ଷିଣ କୋଙ୍କଣରେ ଏକ ଘୁର୍ଣ୍ଣି ବଳୟ ରହିଛି । ଏହାର ପ୍ରଭାବରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶନିବାର ମରାଠୱାଡା, ବିଦର୍ଭ, ଛତିଶଗଡ ଓ ତେଲେଙ୍ଗାନାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦଳିତଙ୍କୁ ମନ୍ଦିର ପ୍ରବେଶ ଅନୁମତି ନ ମିଳିବାରୁ ଭିଲ୍ଲୁପୁରମ୍‌ରେ ଉତ୍ତେଜନା

ଚେନ୍ନାଇ, ୧୧।୪: ତାମିଲନାଡୁର ଭିଲ୍ଲୁପୁରମ୍‌ରେ ଥିବା ଶ୍ରୀଧର୍ମରାଜ ଦ୍ରୌପତି ଅମ୍ମନ ମନ୍ଦିରରେ ଦଳିତଙ୍କୁ ପ୍ରବେଶ ଅନୁମତି ନ ମିଳିବାରୁ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ମେଲପାଠି...

ନିୟମ ଉଲ୍ଲଂଘନ ଅଭିଯୋଗରେ ତିଲକ ନଗରର ୫ମାର୍କେଟ ସିଲ୍‌

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା କମିଯାଇଛି। ଏଥିପାଇଁ ରାଜ୍ୟକୁ ସରକାର ଅନ୍‌ଲକ୍‌ କରିଛନ୍ତି। ହେଲେ ଦିଲ୍ଲୀ ମାର୍କେଟରେ ଲୋକମାନେ କୋଭିଡ-୧୯ର ସମସ୍ତ ନିୟମ...

ବାଟ୍‌ଲା ହାଉସ୍ ଏନ୍‌କାଉଣ୍ଟର: ସୋନିଆ, ମମତାଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୯ ।୩: ବାଟ୍‌ଲା ହାଉସ୍ ଏନ୍‌କାଉଣ୍ଟର ମାମଲାରେ ଦିଲ୍ଲୀର ସାକେତ କୋର୍ଟ ଇଣ୍ଡିଆନ ମୁଜାହାଦ୍ଦିନର ଆତଙ୍କବାଦୀ ଆରିଜ ଖାଁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କର...

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ...

ମାଡ୍ରାସ ହାଇକୋର୍ଟଙ୍କ ରାୟ ବିରୋଧୀ ପିଟିଶନ ଖାରଜ କଲେ ସୁପ୍ରିମ୍‌କୋର୍ଟ: ତମାଖୁ ବ୍ୟବସାୟୀଙ୍କୁ ନୋଟିସ ଜାରି…

ନୂଆଦିଲ୍ଲୀ,୪।୩ : ମାଡ୍ରାସ ହାଇକୋର୍ଟଙ୍କ ଆଦେଶ ବିରୋଧରେ ଦାଖଲ ହୋଇଥିବା ଆବେଦନ ଉପରେ ଏହାର ଜବାବ ମାଗିବାକୁ ସୁପ୍ରିମକୋର୍ଟ ତାମିଲନାଡୁ ସରକାରଙ୍କୁ ନୋଟିସ ଜାରି କରିଛନ୍ତି।...

କରୋନା ପାଇଁ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରି ୨.୪ କୋଟି ଦର୍ଶକ ହରାଇଛି

ନୂଆଦିଲ୍ଲୀ,୧୬।୨: : ବର୍ତ୍ତମାନ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରି କରୋନା ମହାମାରୀରେ ପ୍ରାୟ ୨.୪ କୋଟି ଦର୍ଶକଙ୍କୁ ହରାଇଛି। ଏରମାକ୍ସର ୨୦୨୩ ରିପୋର୍ଟ ଅନୁଯାୟୀ, ଭାରତରେ ବର୍ତ୍ତମାନ...

ଶିବମୋଗାରେ ବଢ଼ୁଛି ଉତ୍ତେଜନା: ୩ଅଭିଯୁକ୍ତ ଗିରଫ, ଏନ୍‌ଆଇଏ ଯାଞ୍ଚ ଦାବି

ବେଙ୍ଗାଲୁରୁ,୨୧।୨: କର୍ନାଟକରେ ହିଜାବ ବିବାଦ ପରେ ଏବେ ନିର୍ବାଚନୀ ହିଂସା କୁହୁଳିବାରେ ଲାଗିଛି। ରବିବାର ଶିଭମୋଗାରେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ହର୍ଷଙ୍କୁ ହତ୍ୟା କରାଯିବା ପରେ...

ବ୍ରେକ୍‌ଅପ୍‌ ହେବାରୁ ପ୍ରେମିକାଙ୍କ ସାନ ଭଉଣୀ ପ୍ରତି ଏମିତି ପ୍ରତିଶୋଧ ନେଲେ ପ୍ରେମିକ

ନୂଆଦିଲ୍ଲୀ,୪ା୯: ଫେକ୍‌ ପ୍ରୋଫାଇଲ୍‌ ବା ନକଲି ପ୍ରୋଫାଇଲ୍‌ କରି ଜଣେ ଝିଅକୁ ବଦ୍‌ନାମ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏନେଇ ଦିଲ୍ଲୀ ପୋଲିସର...

Advertisement
Archives

Model This Week