ଦାରିଙ୍ଗବାଡ଼ିରେ କୋହଲା ପାଗ

ଦାରିଙ୍ଗବାଡ଼ି,୨୬।୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ କୋହଲା ପାଗ ଯୋଗୁ ଦିନରେ ପ୍ରବଳ ଶୀତ ଅନୁଭତ ହେଉଛି। ରାତିରେ ତାପମାତ୍ରା ୧୦ଡିଗ୍ରୀ ଉପରେ ରହିଥିବାରୁ କିଛିମାତ୍ରାରେ ଶୀତ କମିଥିବା ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି।

ଏପରିକି ଶନିବାର ଏବଂ ରବିବାର ଛୁଟିଦିନ ରହିଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଦାରିଙ୍ଗବାଡ଼ି ସମେତ ବାଲିଗୁଡ଼ା, ରାଇକିଆ, ଫୁଲବାଣୀ ଆଦି ସ୍ଥାନରେ ପର୍ଯ୍ୟଟକଙ୍କ ଭିଡ ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏନ୍‌ଆଇଟିର ୨୦ତମ ସମାବର୍ତ୍ତନ ଉତ୍ସବ

ରାଉରକେଲା ଅଫିସ,୪ା୨: ରାଉରକେଲା ସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି) ପରିସରରେ ୨୦ତମ ସମାବର୍ତ୍ତନ ଉତ୍ସବ ଶନିବାର ଅନୁଷ୍ଠିତ ହେବ। ଏ ସମ୍ପର୍କରେ ଏନ୍‌ଆଇଟି...

ବଜ୍ରପାତରେ ୨ ଯୁବକ ଗୁରୁତର, ଜଳିଗଲେ ୬ ଛେଳି, ମେଣ୍ଢା

ନୟାଗଡ଼ ଅଫିସ,୧ା୬: ସୋମବାର ଅପରାହ୍ନରେ ନୟାଗଡ଼ରେ ବର୍ଷାପବନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ଏହା ପ୍ରଭାବରେ ନୟାଗଡ ବ୍ଲକ ଚଣ୍ଡିବସ୍ତ ପୋଖରୀ ନିକଟରେ ୫ ମେଣ୍ଢା ଓ...

ଧରାପଡ଼ିଲେ ସାଇବର ଠକ

ବୈଶିଙ୍ଗା,୨୫ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଦଳିଆ ଗ୍ରାମର ଜଣେ ଯୁବକଙ୍କୁ ସାଇବର ଠକେଇ ଅଭିଯୋଗରେ ପୋଲିସ କୋର୍ଟ ଚାଲାଣ କରିଛି। ସେ ହେଲେ...

ଶ୍ରୀମନ୍ଦିର ଚାରିଦ୍ୱାରରେ ଭକ୍ତଙ୍କୁ ପ୍ରବେଶ ଅନୁମତି ମିଳୁ

ପୁରୀ ଅଫିସ, ୨୪।୩: ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ଭକ୍ତଙ୍କୁ ପ୍ରବେଶ ଅନୁମତି ଦାବିରେ ‘ଉର୍ଜାବାନ ଓଡ଼ିଶା’ ପକ୍ଷରୁ ବୁଧବାର ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ଏଥିରେ ଉଲ୍ଲେଖ...

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: କେଦାରନାଥ ସଭାପତି, ପ୍ରକାଶ ଚନ୍ଦ୍ର ହେଲେ ସମ୍ପାଦକ

ପୁରୁଷୋତ୍ତମପୁର, ୨୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ନିର୍ବାଚନ ଅଧିକାରୀ ରବୀନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଶନିବାର ଶେଷ ହୋଇଛି। ସମସ୍ତ ପ୍ରାର୍ଥି ନିର୍ଦ୍ୱନ୍ଦ୍ୱରେ...

ଜନ୍ମାଷ୍ଟମୀ ଲାଗି ଜଲେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ଚକାପାଦ/ତୁମୁଡିବନ୍ଧ,୨୯ା୮: କନ୍ଧମାଳ ଜିଲା ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯିବ।...

ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ

ମହାକାଳପଡ଼ା,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା...

ଦର୍‌ଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ, କୃଷକ

ଦିଗପହଣ୍ଡି,୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ବୁଧବାର ବାମପନ୍ଥୀ ସଙ୍ଗଠନ ସିପିଆଇ (ଏମ୍‌) ପକ୍ଷରୁ ଦରଦାମ ବୃଦ୍ଧି ବିରୋଧରେ ପ୍ରତିବାଦ କରାଯାଇଛି। ସିପିଆଇ...

Advertisement
Archives

Model This Week