Posted inଜାତୀୟ

୨୬ ଜାନୁୟାରୀରୁ ବଢିବ ଶୀତ, କମିବ ୫ ରାଜ୍ୟର ତାପମାତ୍ରା

ନୂଆଦିଲ୍ଲୀ,୨୫ ।୧: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ମଧ୍ୟ ଭାରତରେ ଶୀତର ପ୍ରକୋପ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଇଏମଡିର ସୂଚନା ଅନୁଯାୟୀ, ୨୬ ଜାନୁୟାରୀ ପରେ ଶୀତ ବଢିବ ବୋଲି ଅନୁମାନ କରାଯାଇଛି । ଏହି ସମୟରେ ବର୍ଷାର ସମ୍ଭାବନା ନାହିଁ । ଆଇଏମ୍‌ଡିର ବରିଷ୍ଠ ବୈଜ୍ଞାନିକ ଆର୍ କେ ଜେନାମଣି କହିଛନ୍ତି ଏବେ ବର୍ଷାର ସମ୍ଭାବନା ନାହିଁ ହେଲେ ଶୀତ ଲହରି ଜାରି ରହିବ ।
ସେ ଆହୁରି ମଧ୍ୟ କହିଛନ୍ତି ଦିଲ୍ଲୀ, ପଞ୍ଜାବ ଓ ହରିୟାଣାରେ ଫେବୃୟାରୀ ୨ ପର୍ଯ୍ୟନ୍ତ ବର୍ଷା ହେବାର କୌଣସି ସମ୍ଭାବନା ନାହିଁ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଦିଲ୍ଲୀ ସମେତ ଉତ୍ତର ପ୍ରଦେଶ, ହରିୟାଣା ପଞ୍ଜାବ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ଗୁଜରାଟ ଓ ରାଜସ୍ଥାନର ତାପମାତ୍ରା ଆଗାକୀ ୫ ଦିନ ମଧ୍ୟରେ ୩-୫ ଡିଗ୍ରୀ ପର୍ଯ୍ୟନ୍ତ କମ୍ ହୋଇପାରେ । ୨୫-୨୬ ଜାନୁୟାରୀରେ ପୂର୍ବ ଭାରତରେ ହାଲକା କୁହୁଡି ହୋଇପାରେ । ସେହିପରି ୨୮-୩୦ ଜାନୁୟାରୀକୁ ତାମିଲନାଡୁ ଓ କେରଳରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ୫ ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୬।୧: ଗଣତନ୍ତ୍ର ଦିବସ ଅବସରରେ କରାଯାଇଥିବା ଏକ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗୁରୁବାର ଗିରଫ କରାଯାଇଥିବା ୫ ଜୈଶ୍‌-ଇ-ମହମ୍ମଦ୍‌...

ପ୍ରଧାନମନ୍ତ୍ରୀଙ୍କୁ ଖାର୍ଗେଙ୍କ ୬ ପ୍ରସ୍ତାବ

ନୂଆଦିଲ୍ଲୀ, ୧୦।୫: କରୋନା ଦ୍ୱିତୀୟ ଲହରର ମୁକାବିଲା ପାଇଁ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ୬ଟି...

ଭାରତଠାରୁ କେହି ଇଞ୍ଚେ ଜମି ନେଇପାରିବନି: ମୋଦି

ନୂଆଦିଲ୍ଲୀ,୧୯ା୬-ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିବ ନାହିଁ ବୋଲି...

୫ ବର୍ଷ ପରେ ଏକାଠି ନିର୍ବାଚନ ପ୍ରଚାରରେ ଦେଖାଦେଲେ ଅଖିଳେଶ, ମୁଲାୟମ, ଶିବପାଲ

ଲକ୍ଷ୍ନୌ,୧୮ ।୨: ଉତ୍ତର ପ୍ରଦେଶରେ ଦ୍ୱିତୀୟ ପର୍ଯର୍୍ୟାୟ ମତଦାନ ଶେଷ ହୋଇଥିବା ବେଳେ ତୃତୀୟ ପର୍ଯ୍ୟାୟ ଲାଗି ପ୍ରଚାର ଅଭିଯାନ ଜୋରସୋରରେ ଚାଲିଛି । ଏବେ...

ତେଲଙ୍ଗାନା ବିଧାନସଭାରେ ଆସିବ ସିଏଏ ବିରୋଧୀ ସଂକଳ୍ପନାମା

ହାଇଦ୍ରାବାଦ,୧୭ା୨: ଚାରିଟି ଅଣଭାଜପା ରାଜ୍ୟ ପରେ ତେଲଙ୍ଗାନା ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ସଂକଳ୍ପନାମା ଆସିବାକୁ ଯାଉଛି। ପାର୍ଲାମେଣ୍ଟରେ ସିଏଏକୁ ବିରୋଧ କରିବା...

ଗୋଗୋଇଙ୍କ ବିରୋଧରେ ତଦନ୍ତ ଆବେଦନ ଖାରଜ

ନୂଆଦିଲ୍ଲୀ, ୨୨।୮(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ସୁପ୍ରିମକୋର୍ଟର ବିଚାରପତି ଥିବାବେଳେ ତାଙ୍କ ବ୍ୟବହାରର ତଦନ୍ତ ଲାଗି ତିନିଜଣିଆ ବିଚାରପତି କମିଟି...

ପ୍ରଣବଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ

ନୂଆଦିଲ୍ଲୀ, ୨୦।୮(ପି.ଟି.): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖାଦେଇଛି। ତାଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବା ବୁଧବାର ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ...

ଋଣ ବୋଝ: ୪ ବର୍ଷରେ ମହାରାଷ୍ଟ୍ରରେ ଆତ୍ମହତ୍ୟା କରିଛନ୍ତି ୧୨ ହଜାର ଚାଷୀ

ମୁମ୍ବାଇ,୨୨।୬: ଋଣ ବୋଝ ସହି ନ ପାରି ମହାରାଷ୍ଟ୍ରରେ ଚାଷୀ ଆତ୍ମହତ୍ୟା କରୁଛନ୍ତି। ଗତ ୪ ବର୍ଷରେ ରାଜ୍ୟରେ ୧୨ ହଜାରରୁ ଅଧିକ ଚାଷୀ ଆତ୍ମହତ୍ୟା...

Advertisement
Archives

Model This Week