ଭୁଶୁଡିଲା ହଷ୍ଟେଲ କାନ୍ଥ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା):୨୦।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ୨ଦିନ ଧରି ଗଜପତି ଜିଲାରେ ବର୍ଷା ଲାଗିରହିଛି । ଲଗାଣ ବର୍ଷାର ପ୍ରଭାବରେ ଜିଲାର ରାୟଗଡ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ଆପଗ୍ରେଡ୍‌ ଆବାସିକ ହାଇସ୍କୁଲର ହୋଷ୍ଟେଲ କାନ୍ଥ ବୁଧବାର ଭୋରରୁ ଭୁଶୁଡି ପଡ଼ିଛି। ଫଳରେ ୪୦ ଜଣ ଛାତ୍ର ବିପଦ ସଙ୍କୁଳ ଅବସ୍ଥାରେ ଭଙ୍ଗା କୋଠରୀରେ ଅଛନ୍ତି । ବର୍ଷା ଲାଗିରହିଥିବା ହେତୁ ପିଲାମାନେ ନାହିଁନଥିବା ଅସୁଭିଧାର ସମ୍ମୁଖୀନ ହେଉଛନ୍ତି । ବର୍ତ୍ତମାନ ଯାଏ ପ୍ରଶାସନ ତରଫରୁ କୌଣସି ଅଧିକାରୀ ଘଟଣାସ୍ଥଳେ ପହଞ୍ଚି ନ ଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri