ଭୁଶୁଡ଼ିଲା ମେଡିକାଲ ପାଚେରି: ଜଣେ ମୃତ, ଭାଙ୍ଗିଲା ଗାଡ଼ି

କୋରାପୁଟ,୨୯।୯(ସ୍ବ.ପ୍ର.): କୋରାପୁଟ ସହରରେ ବୁଧବାର ରାତିରେ ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଏଥିରେ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ପାଚେରି ଭୁଶୁଡି ପଡ଼ିଛି। ପାଚେରି ଭୁଶୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଏକ କାର ଓ ସ୍କୁଟି ଚାପି ହୋଇ ନଷ୍ଟ ହୋଇଯାଇଛି। ମୃତ ଯୁବକ ହେଲେ ସହରର ଯୁବ ବ୍ୟବସାୟୀ ଅନିଲ ଚୌଧୁରୀ।
ସୂଚନାଯୋଗ୍ୟ, ବର୍ଷାଯୋଗୁ କୋରାପୁଟ ମେଡିକାଲର ଆହାରକେନ୍ଦ୍ର ପଛପଟେ ଥିବା ବଡ଼ ପାଚେରି ଭୁଶୁଡି ପଡିଥିଲା। ସେହି ସମୟରେ ଅନିଲ ଖାଦ୍ୟ ପାର୍ସଲ ନେଇ ସ୍କୁଟିରେ ଯାଉଥିବାବେଳେ ପାଚେରି କାନ୍ଥ ତାଙ୍କ ଉପରେ ପଡ଼ିବାରୁ ତାଙ୍କ ଛାତି ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ଏକ କାର୍‌ ସହ ଅନିଲଙ୍କ ସ୍କୁଟି ନଷ୍ଟ ହୋଇଯାଇଛି। ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri