ଭାଙ୍ଗିଲା ଓପିଜିସି ଆସ୍‌ପଣ୍ଡ: ଚାଷଜମିରେ ପଶିଲା ପାଉଁଶ ପାଣି

ଝାରସୁଗୁଡ଼ା,୯।୧୨(ବିଜୟ ବରାଡ): ଝାରସୁଗୁଡ଼ା ଜିଲା ବନହରପାଲିସ୍ଥିତ ଓପିଜିସି- ୩ ନମ୍ବର ଆସପଣ୍ଡର ୫୦ ମିଟର ବନ୍ଧ ଭାଙ୍ଗିଯାଇଛି। ଫଳରେ ଘାଇ ସୃଷ୍ଟି ହୋଇ ସ୍ଥାନୀୟ ଶତାଧିକ ଏକର ଚାଷଜମିରେ ପାଉଁଶ ପାଣି ମାଡ଼ି ଯାଇଛି। ଏନେଇ ଧାନ, ପରିବା ଚାଷ ଫସଲ ନଷ୍ଟ ହୋଇଯାଇଛି। ଏପରି କି ପାଉଁଶ ପାଣି ନିକଟସ୍ଥ ସରଧାପାଲି ଏବଂ କଣ୍ଟାଟିକ୍ରା ଗାଁକୁ ମାଡିବାରେ ମାଡ଼ିବାରେ ଲାଗିଛି। ଅନ୍ୟପକ୍ଷେ ଶରଧାପାଲି ଗ୍ରାମବାସୀ ପିଲାଛୁଆଙ୍କୁ ଧରି ଭୟଭିତ ଅବସ୍ଥାରେ ବନ୍ଧ ଉପରେ ଆଶ୍ରୟ ନେଇଛନ୍ତି। ଏପରିକି କ୍ଷତିପୂରଣ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।

ଖବର ପାଇ ତହସିଲଦାର ସଦାକର କୁମ୍ଭାର, ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନଙ୍କ ସହ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି। ଏପରିକି କେଉଁ ପରିସ୍ଥିତିରେ ବନ୍ଧ ଭାଙ୍ଗିଲା ଅଧିକାରୀ ଏହାର ତଦନ୍ତ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri