ଭୁଶୁଡ଼ିଲା ଓଭରବ୍ରିଜ୍‌

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ବହୁ କୋଟି ଟଙ୍କା ବ୍ୟୟରେ ନିର୍ମିତ ବ୍ରିଜ୍‌ଟି ବର୍ଷାରେ ଭୁଶୁଡ଼ି ପଡ଼ିଛି। ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଲୋକେ। କବିତା ମେଡିକାଲ କଲେଜ ନିକଟ ରାସ୍ତାରେ ଥିବା ଓଭର ବ୍ରିଜ୍‌ଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଫଳରେ ଏହାର ମାନକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାସ୍ତା ନିର୍ମାଣ କରିଥିବା ଠିକାସଂସ୍ଥା ନିମ୍ନମାନର କାର୍ଯ୍ୟ କରିଥିବାରୁ ବ୍ରିଜ୍‌ ଭୁଶୁଡ଼ିଥିବା ଅଭିଯୋଗ ହେଉଛି। ଏନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ସଠିକ୍‌ ରୂପେ ତଦାରଖ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଧାରଣରେ ଦାବି ହେଉଛି। ଏନେଇ ଠିକାସଂସ୍ଥା ମଣ୍ଟେକାର୍ଲୋର ରାସ୍ତା ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ମ୍ୟାନେଜର ସତ୍ୟ ରଞ୍ଜନ ରାଉତ କହିଛନ୍ତି, ସେ ଏ ବିଷୟରେ ଅବଗତ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri