ଭୁଶୁଡ଼ିଲା କାନ୍ଥ: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

କେନ୍ଦୁଝର,୨୦ା୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅଧୀନ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ବେହେରା ସାହିରେ ଏକ ଅଘଟଣ ଘଟିଛି। ଶୋଇଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ଲଗାଣ ବର୍ଷାରେ ମାଟିକାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ସ୍ତ୍ରୀ ଦୂତିକା ବେହେରା(୭୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ କୁଲ୍ଲିଆ ବେହେରା(୭୫) ଗୁରୁତର ଆହତ ହୋଇଛନ୍ତି। ପରିବାର ଲୋକେ କୁଲ୍ଲିଆଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଏ ନେଇ ଗଁାରେ ଶୋକରଛାୟା ଖେଳିଯାଇଛି। ଜିଲା ପ୍ରଶାସନ ତୁରନ୍ତ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀକୁ ଧୋଇଦେଲା ବର୍ଷା: ରାମମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼

ଭୁବନେଶ୍ୱର,୨୪।୮(ବ୍ୟୁରୋ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁକ୍ରବାର ଉତ୍ସବ ମୁଖର ହୋଇଉଠିଥିଲା ସମଗ୍ର ସହର। ଭଗବାନ ଶ୍ରୀକୃଷ୍ଣଙ୍କ ଦର୍ଶନ କରିବାକୁ ପ୍ରାତଃରୁ ରାଜଧାନୀର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ...

ରଥଯାତ୍ରା ନେଇ ସୁପ୍ରିମକୋର୍ଟରେ ପୁଣି ପିଟିଶନ

ଭୁବନେଶ୍ୱର, ୧୬।୬(ବ୍ୟୁରୋ)/ ନୂଆଦିଲ୍ଲୀ(ସ୍ବ.ପ୍ର.): ପୁରୀ ରଥଯାତ୍ରା ସଂକ୍ରାନ୍ତରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରାଯାଇଛି।...

ରଥ ଗଢ଼ି ମନକଥା ଜଣାଇଲେ ଶୁଭ୍ରାଂଶୁ

ଖୋର୍ଦ୍ଧା ଅଫିସ,୧୩।୭: ଚଳିତ ବର୍ଷ କରୋନା ସଂକ୍ରମଣ ପାଇଁ ଶ୍ରୀକ୍ଷେତ୍ର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ ରହିଛି। ଶ୍ରୀକ୍ଷେତ୍ରକୁ ଯାଇ ନ ପାରି...

ଚାକିରି, ଋଣ ଦେବା ଆଳରେ ୭.୧୩ ଲକ୍ଷ ଠକେଇ

ଖୋର୍ଦ୍ଧା ଅଫିସ,୨୯ା୭: ନିଜକୁ ଆର୍‌ବିଏଲ ବ୍ୟାଙ୍କ ଓଡ଼ିଶା ମୁଖ୍ୟ ପରିଚୟ ଦେଇ ଋଣ ଓ ଚାକିରି କରାଇଦେବାକୁ କହି ଏକାଧିକ ବ୍ୟକ୍ତିଙ୍କଠାରୁ ୭ ଲକ୍ଷ ୧୩...

ଆଜି ଭାରତ ବନ୍ଦ: ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଓକିଲ

କଟକ ଅଫିସ, ୮।୧: ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏଥିପାଇଁ ଓକିଲମାନେ ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେଇପାରିବେନାହିଁ ବୋଲି ବାର୍‌ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି...

୬୨ ଛାତ୍ରୀଛାତ୍ର ଉଦ୍ଧାର

କାମାକ୍ଷାନଗର, ୧୨।୭(ଡି.ଏନ.ଏ.)-କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଇରିଙ୍ଗାଝରଣରେ ବେଆଇନ ଭାବେ ଚାଲିଥିବା ଶ୍ରୀ ଲକ୍ଷ୍ମୀନାରାୟଣ ଆଶ୍ରମ ବିଦ୍ୟାଳୟର ୩ୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ପରେ ସ୍କୁଲର...

ଜିପିଆର୍‌ଏସ୍‌ ବିନା ଖନନ: ଐତିହ୍ୟ କୀର୍ତ୍ତିରାଜି ନଷ୍ଟ

ପୁରୀ ଅଫିସ, ୧୯ା୫: ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ଏମାର ମଠ। ଅତୀତରେ ଏହି ମଠ ପରିସରରୁ ରୁପା ଇଟା ବାହାରିଥିବାବେଳେ ଏବେ ଶ୍ରୀମନ୍ଦିର ପରିକ୍ରମା...

ବିଡିଓ, ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ, ୩ ଅଟକ

ଯାଜପୁର ଅଫିସ,୧୮ା୪: ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତର ଗୋପୀନାଥପୁର ବଡ଼କଇଁଚି ଗ୍ରାମରେ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ରସୁଲପୁର ବିଡିଓ ଉମାକାନ୍ତ ପରିଡ଼ା ଓ...

Advertisement
Archives

Model This Week