ଖସିଲା ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫।୯: ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଅସ୍ଥିରତା ସାଙ୍ଗକୁ ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ଜାରି ରହିଛି। ଏପରି କି ୨୦୨୨ ଅଗଷ୍ଟରେ ପାଇକାରୀ ମୁଦ୍ରାସ୍ଫୀତି ବା ହୋଲ୍‌ସେଲ୍‌ ମୂଲ୍ୟ ସୂଚକାଙ୍କ (ଡବ୍ଲ୍ୟୁପିଆଇ) ଆଧାରିତ ମୁଦ୍ରାସ୍ଫୀତି କ୍ରମାଗତ ୩ୟ ମାସ ପାଇଁ ହ୍ରାସ ପାଇଛି। ଗତ ୧୧ମାସ ମଧ୍ୟରେ ଏହା ସର୍ବନିମ୍ନ ୧୨.୪୧%କୁ ଖସିଥିବା ଜଣାପଡ଼ିଛି। ବିଶେଷକରି ଖାଦ୍ୟ ମୁଦ୍ରାସ୍ଫୀତି ବୃଦ୍ଧି ସତ୍ତ୍ୱେ ଉତ୍ପାଦିତ ଏବଂ ଇନ୍ଧନ ସାମଗ୍ରୀର ମୂଲ୍ୟ ଚାପ ଯୋଗୁ ଏଭଳି ହୋଇଛି ବୋଲି କୁହାଯାଇଛି। ବୁଧବାର କେନ୍ଦ୍ର ଶିଳ୍ପ ବିଭାଗ ଦ୍ୱାରା ପ୍ରକାଶିତ ଖାଦ୍ୟ ମୁଦ୍ରାସ୍ଫୀତି ଅଗଷ୍ଟରେ ୧୨.୩୭% କୁ ବୃଦ୍ଧି ପାଇଥିବା ଦେଖାଯାଇଛି। ଏପରିକି ଗହମ, ପନିପରିବା, ଫଳ ଏବଂ ପ୍ରୋଟିନ୍‌ଯୁକ୍ତ ସାମଗ୍ରୀର ମୂଲ୍ୟ ଏକବର୍ଷ ପୂର୍ବେ ତୁଳନାତ୍ମକ ଭାବେ ବୃଦ୍ଧି ପାଇଥିଲା। ସେହିଭଳି ଇନ୍ଧନ ପାଇଁ ମୁଦ୍ରାସ୍ଫୀତି (୩୩.୬୭%) ଏବଂ ଉତ୍ପାଦିତ କ୍ଷେତ୍ର ୭.୫୧%କୁ ହ୍ରାସ ପାଇଛି। ବିଶ୍ୱର ମନ୍ଥର ଗତି ମଧ୍ୟରେ ପ୍ରମୁଖ ଦ୍ରବ୍ୟ ମୂଲ୍ୟରେ ନରମ ହେବା ଦ୍ୱାରା ଉପକୃତ ହୋଇ ମୂଳ ପାଇକାରୀ ମୁଦ୍ରାସ୍ଫୀତି ଅଗଷ୍ଟରେ ଗତ ୧୭ ମାସର ୭.୯% କୁ ଖସି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?