ଶିଳ୍ପ ସଂସ୍ଥାଠୁ ବକେୟା ଜଳକର ଆଦାୟ କର: ମନ୍ତ୍ରୀ ପୂଜାରୀ

ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମ୍‌ ଜଳ ପରିଚାଳନା ନେଇ ରବିବାର ବୁର୍ଲାରେଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ବୈଠକରେ ହୀରାକୁଦ ଡ୍ୟାମ୍‌ ସମେତ ଝାରସୁଗୁଡ଼ା ଏବଂ ସମ୍ବଲପୁର ଜଳ ସମ୍ପଦ ବିଭାଗ ଅଧିକାରୀ ଯୋଗ ଦେଇଛନ୍ତି। ବିଶେଷ କରି ବନ୍ୟା ନିୟନ୍ତ୍ରଣ, ଜଳ ବିଦ୍ୟୁତ୍‌ ଉତ୍ପାଦନ ଓ ଛତିଶଗଡ଼ ଜଳ ସମ୍ପଦ ବିଭାଗ ସହ ତଥ୍ୟ ଆଦାନ ପ୍ରଦାନ ଉପରେ ଆଲୋଚନା ହୋଇଥିଲା।

ଏହି ଅବସରରେ ରାଜସ୍ବ ମନ୍ତ୍ରୀ ପୂଜାରୀ ହୀରାକୁଦରୁ ପାଣି ନେଉଥିବା ଶିଳ୍ପ ସଂସ୍ଥାଠୁ ବକେୟା ଜଳକର ଆଦାୟ କରିବାକୁ ସମ୍ବଲପୁର, ଝାରସୁଗୁଡ଼ା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ପାଣି ନେଉଥିବା ଶିଳ୍ପ ସଂସ୍ଥା କୋଟି କୋଟି ଟଙ୍କା ଦେଉ ନ ଥିବା ମନ୍ତ୍ରୀ କହିଥିଲେ। ଏପରିକି ଶିଳ୍ପ ସଂସ୍ଥାରୁ ବାହାରୁଥିବା ପ୍ରଦୁଷିତ ପାଣି ସିଧା ଡ୍ୟାମ ଭିତରକୁ ଛାଡୁଛନ୍ତି। ଏନେଇ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ବସାଇ ଜଳ ବିଶୋଧନ କରି ପାଣି ଛାଡ଼ିବା ଦରକାର ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….

ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri