ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି। ଏଥିରେ ୬୧ଟି କବିତା ସ୍ଥାନିତ ହୋଇଛି। ନୂଆଦିଲ୍ଲୀର ହର୍‌ ଆନନ୍ଦ ପ୍ରକାଶନୀ ପକ୍ଷରୁ ଏହାକୁ ପ୍ରକାଶ କରାଯାଇଛି। ଜୀବନର ଅଭିଜ୍ଞତା କବିତାଗୁଡ଼ିକରେ ପ୍ରତିଫଳିତ ହେବା ସହିତ ମୃତ୍ୟୁର ଅନୁଭବ ଏବଂ ଦାର୍ଶନିକ ଅଭିବ୍ୟକ୍ତିକୁ କବି ଏଥିରେ ଅତି ସାବଲୀଳ ଢଙ୍ଗରେ ଶବ୍ଦାୟିତ କରିଛନ୍ତି। ଏହା ବହୁବିଧ ଜୀବନର ରଙ୍ଗ ଓ ପରିଧି ବାହାରକୁ ଯାଇପାରିଛି। ପ୍ରଖ୍ୟାତ ଲେଖକ ହରପ୍ରସାଦ ଦାସ ୧୬୧ ପୃଷ୍ଠା ସମ୍ବଳିତ ଏହି ପୁସ୍ତକର ମୁଖବନ୍ଧ ଲେଖିଥିବାବେଳେ ଖ୍ୟାତନାମା ଚିତ୍ରକର ଗଜେନ୍ଦ୍ର ସାହୁ ପ୍ରଚ୍ଛଦପଟ ଡିଜାଇନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri