ଧାମନଗର, ୩୦।୯ (ଦେବେନ୍ଦ୍ର ଆନ୍ଦିଆ)-ଭଦ୍ରକ ଜିଲା ଧାମନଗର ବିଧାନସଭା କ୍ଷେତ୍ରର ଲୁଣିଆ ଗୁଳିକାଣ୍ଡ ସ୍ମାରକୀସ୍ଥଳୀ ଶହୀଦନଗରସ୍ଥିତ ଶହୀଦ ସ୍ମୃତିପୀଠଠାରେ ଭାଜପା ପକ୍ଷରୁ ‘ମୋ ଦେଶ ମୋ ମାଟି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ଏମ୍ପି ଐର ଖାରବେଳ ସ୍ବାଇଁ, ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ଭାଜପା ଜିଲା ସଭାପତି ହେମନ୍ତ ପାଢ଼ୀ, ରାଜ୍ୟ ସମ୍ପାଦକ କୃଷ୍ଣଚନ୍ଦ୍ର ମହାପାତ୍ର, ବରିଷ୍ଠ ନେତା ଡା. ପ୍ରଦୀପ ନାୟକ, ରାଜ୍ୟ ପରିଷଦ ସଦସ୍ୟ ବଦ୍ରିନାରାୟଣ ଧଳ, ଜଗନ୍ନାଥ ଦାସ, ପୂର୍ବତନ ଜିଲା ପରିଷଦ ସଦସ୍ୟା ଉମାମଣି ସାହୁ ପ୍ରମୁଖ ଶହୀଦପୀଠରୁ ମାଟି ନେବା ସହ ସଂଗ୍ରାମୀଙ୍କ ପରିବାରଠାରୁ ମାଟି ଗ୍ରହଣ କରିଥିଲେ।
Posted inଆମ ଜିଲା ଖବର, ଭଦ୍ରକ View All
ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା
ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ଦୁଇଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି ।ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର...
ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ
ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…
ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...
୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼
ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...
ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍ଏମ୍ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…
ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...
ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…
ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...
Archives


