ଦିବ୍ୟାଙ୍ଗଙ୍କ ଅଭିଯୋଗ ଶୁଣିଲେ ଜିଲାପାଳ

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଦିବ୍ୟାଙ୍ଗମାନଙ୍କ ମଙ୍ଗଳ ପାଇଁ ଅଭିଯୋଗ ଶୁଣାଣି ‘ଦିବ୍ୟାଙ୍ଗଜନ ସମାଧାନ’ ଜିଲାରେ ଶୁଭାରମ୍ଭ ହୋଇଛି । ସୋମବାର ଛତ୍ରପୁରସ୍ଥିତ ଜଉଗଡ଼ ସମ୍ମିଳନୀ ଗୃହରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାର ଶୁଣାଣି କରିଥିଲେ । ଏଥିସହ ଜିଲାର ସମସ୍ତ ବ୍ଲକରେ ମଧ୍ୟ ଦିବ୍ୟାଙ୍ଗମାନଙ୍କ ଅଭିଯୋଗ ଶୁଣାଣି ହୋଇଥିଲା। ଏଥିଲାଗି ଜିଲାର ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷର ନାମ ପରିବର୍ତ୍ତନ କରି ତାହାକୁ ଜଉଗଡ଼ ସମ୍ମିଳନୀ କକ୍ଷ ନାମିତ କରାଯାଇଛି। ‘ଦିବ୍ୟାଙ୍ଗଜନ ସମାଧାନ’ ଅଭିଯୋଗ ଶୁଣାଣିରେ ଦିବ୍ୟାଙ୍ଗମାନଙ୍କର ସ୍ବାସ୍ଥ୍ୟ, ପ୍ରମାଣପତ୍ର, ଜୀବନ ଜୀବିକା, ସରକାରୀ ସହାୟତା, ଉପକରଣ ଆବଣ୍ଟନ, ଋଣ ପ୍ରଦାନ, ଶିକ୍ଷା ଇତ୍ୟାଦି ସମ୍ପର୍କରେ ଶୁଣାଣି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୃହପାଳିତ, ବୁଲା ପଶୁପକ୍ଷୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ସମ୍ବଲପୁର, ୨୮।୩ (ବ୍ୟୁରୋ)-ଗୃହପାଳିତ ପଶୁପକ୍ଷୀ ଯଥା ଗାଈ, ଗୋରୁ, କୁକୁର, ପାରା, ବିଲେଇ, ଶୁଆଙ୍କ ପାଇଁ ପ୍ରଶାସନ ବ୍ୟବସ୍ଥା କରିଛି । ଜିଲା ପ୍ରାଣୀଧନ ବିଭାଗ...

ଦାଦନ୍‌ ଦୁଖ: ଆପ୍‌ନେ ଆରପାରେ, ପଲିଥିନ୍‌ ତଲେ ପରିବାର

ପୁରୁଣାକଟକ,୧୭।୧୦(ଡି.ଏନ୍‌.ଏ.)-  ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଁଚେତ୍‌ ଅଧୀନ କମଳପୁର ଗଁାର ଭିକୁ ହଂସ(୩୪)। ସେ ବାଙ୍ଗାଲୋରକେ ଦାଦନ୍‌ ଖଟିଯାଇ ଶୋଭା ଲିମିଟେଡ୍‌ କମ୍ପାନୀରେ...

ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ, କାର ଜବତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ଥିବା ଏକ ବ୍ୟାଙ୍କର ଜଣେ ଗ୍ରାହକଙ୍କ ଆକାଉଣ୍ଟରୁ ଫୋନ ପେ ଆପ୍‌ ମାଧ୍ୟମରେ ଟଙ୍କା ଗାଏବ ଘଟଣାର...

ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ...

ଗଞ୍ଜାମରେ କରୋନା ସଚେତନତା ଜୋରଦାର

ଗଞ୍ଜାମ, ୨୪।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଦେଇଥିବା ବେଳେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଜୋରଦାର...

ଆରମ୍ଭ ହେଲା ଭୋଟ୍‌ ଗଣତି

ଆରଡି, ୨୬।୨( ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ୧ନଂ ଜିଲା ପରିଷଦ ଜୋନରେ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି ।...

ବରୀ ବ୍ଲକ: ୧୭୯ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୮।୫(ଡି.ଏନ.ଏ.)-ବରୀ ବ୍ଲକରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ତତ୍ପର ହୋଇପଡ଼ିଛି ଯାଜପୁର ଜିଲା ପ୍ରଶାସନ। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ଲକ୍‌ ଡାଉନ୍‌ ନିୟମ ଉଲ୍ଲଂଘନ: ୨୪୫ ଜଣଙ୍କଠାରୁ ୪୯,୩୦୦ ଟଙ୍କା ଜୋରିମାନା ଆଦାୟ

ବରଗଡ଼ ଅଫିସ୍‌,୨୧।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି କ୍ରମରେ ବରଗଡ଼...

Advertisement
Archives

Model This Week