ରାୟଗଡ଼ାରେ ପତ୍ତାକା ଉତ୍ତୋଳନ କଲେ ଜିଲାପାଳ

ରାୟଗଡ଼ା ଅଫିସ,୧୫ା୮: ୭୬ତମ ସ୍ବାଧୀନତା ଦିବସ ସୋମବାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲାପାଳ ସଦାଦେବ ସିଂ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିଭାଷଣ ଦେଇଥିଲେ। ଏଥିସହିତ ସ୍ବାଧୀନତା ଆଣିବା ପାଇଁ ଯେଉଁ ବୀରପୁତ୍ରମାନେ କଠିନ ପରିଶ୍ରମ କରିଥିଲେ, ସେମାନଙ୍କ ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ଜିଲାର ୨୦ ଜଣ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଛି। ଏସ୍‌ପି ବିବେକାନନ୍ଦ ଶର୍ମା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋର ୪ଟା ୪୧ରେ ବୁଡ଼ ପକାଇବେ ଶ୍ରଦ୍ଧାଳୁ

କୋଣାର୍କ,୧୪।୧(ଡି.ଏନ୍‌.ଏ.): କୋଣାର୍କର ଚନ୍ଦ୍ରଭାଗାରେ ଆସନ୍ତା ୨୮ରେ ମାଘସପ୍ତମୀ ବୁଡ଼ ହେବ। ଏଥି ନିମନ୍ତେ ତ୍ରିଶମ୍ଭୁଙ୍କ ସ୍ନାନ କାର୍ଯ୍ୟ ଓ ପୂଜାର୍ଚ୍ଚନାର ନୀତି ନିର୍ଦ୍ଧାରଣ ଲାଗି ସମ୍ପାଦନ...

ଭଦ୍ରକରେ ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ: ୧୧୧୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲାରେ ବୁଧବାର ୫୦ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତ ସଂଖ୍ୟା ୧୧୧୮କୁ ବୃଦ୍ଧି...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଠିକା କର୍ମଚାରୀ ମୃତ: ୨୦ ଲକ୍ଷ କ୍ଷତିପୂରଣ ଦାବି

ଭବାନୀପାଟଣା,୧୭।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମଙ୍ଗଳବାର ବିଦ୍ୟୁତ୍‌ ଠିକା କମ୍ପାନୀରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ମୃତ୍ୟୁ...

କୋରେଇ ଦୁର୍ଘଟଣା: ଦୋଷୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା କୋରେଇ ଷ୍ଟେଶନରେ ମାଲବାହୀ ଟ୍ରେନ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଦୋଷୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ...

ରାଜପଥ ପାର୍ଶ୍ୱ ହୋଟେଲରେ ଚଢାଉ

ଜଳେଶ୍ୱର, ୨୪ା୧୧(ଡି.ଏନ.ଏ.)-ଜଳେଶ୍ୱର ନିକଟ ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ବିଭିନ୍ନ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବରପାଇ ରବିବାର ସକାଳେ ପୋଲିସ...

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି ।...

‘ଯୁବଗୋଷ୍ଠୀ ହେଉଛନ୍ତି ଆଶାର କିରଣ’

ସାତମାଇଲ, ୧୫।୮(ଡି.ଏନ୍‌.ଏ.)-ଭାରତର ସ୍ବାଧୀନତା ସଂଗ୍ରାମ ଲୁହଲହୁର ସମ୍ମେଳନ। ହଜାର ହଜାର ସଂଗ୍ରାମୀଙ୍କ ବଳିଦାନ ପରେ ଦେଶ ସ୍ବାଧୀନ ହୋଇଛି। ଏହା ଏକ ବିରାଟ ଉପଲବ୍ଧି। ଅଖଣ୍ଡ...

ମଧ୍ୟାହ୍ନଭୋଜନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ

ବାସୁଦେବପୁର,୮ା୩: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାନ୍ତିପୁର ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ...

Advertisement
Archives

Model This Week