କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲାପାଳ

ନୂଆପଡ଼ା,୩ା୫ (ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାରେ ନୂଆପଡ଼ା ଜିଲାରେ କୃତିତ୍ୱ ଅର୍ଜନ କରିଥିବା ୨ ଛାତ୍ରୀଙ୍କୁ ଶନିବାର ଜିଲାପାଳ ମଧୁସୂଦନ ଦାଶ ସମ୍ବର୍ଦ୍ଧିତ କରିଛନ୍ତି। କୋମନା ବ୍ଲକ ମୁଣ୍ଡାପଲା ପଞ୍ଚାୟତ ହାଇସ୍କୁଲ ଛାତ୍ରୀ ଶ୍ରେଷ୍ଠା ପଣ୍ଡା ୯୩.୧୭ ପ୍ରତିଶତ ମାର୍କ ରଖି ଜିଲାରେ ପ୍ରଥମ ହୋଇଥିବାରୁ ଜିଲାପାଳ ଉକ୍ତ ହାଇସ୍କୁଲକୁ ଯାଇ ଶ୍ରେଷ୍ଠାଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ସମୟରେ କୋମନା ବିଡ଼ିଓ ବିନୟ କୁମାର ଭୋଇ, ସ୍କୁଲ ପ୍ରଧାନ ଶିକ୍ଷକ ପତିତ ପାବନ ସାହୁ ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

ସେହିଭଳି ଜିଲାପାଳ ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିନାପାଲିର ଛାତ୍ରୀ ଝରଣା ମେହେର ୯୧ ପ୍ରତିଶତ ମାର୍କ ରଖି ଜିଲାରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବାରୁ ତାଙ୍କ ଘରକୁ ଯାଇ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଜିଲାପାଳ ଉଭୟ ଛାତ୍ରୀଙ୍କୁ ଭବିଷ୍ୟତରେ ଆଇଏଏସ୍‌ ଅଧିକାରୀ ହୋଇ ଦେଶ ମାତୃକା ଓ ଜନ ସାଧାରଣଙ୍କ ସେବା କରିବା ପାଇଁ ଆହ୍ବାନ ଦେଇଥିଲେ। ଏହି ସମୟରେ ସିନାପାଲି ବିଡ଼ିଓ କାର୍ମୀ ଓରାମ, ବିଇଓ ଯତୀନ୍ଦ୍ର କୁମାର ସେଠ, ସ୍କୁଲର ବିଜ୍ଞାନ ଶିକ୍ଷକ ମନୋରଞ୍ଜନ ମେହେର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri