ପୁଣି ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଲେ କଲେଜର ଡାଟା ଏଣ୍ଟ୍ରି ଅପରେଟର, ସହଯୋଗ କରୁଥିଲେ ଅଧ୍ୟାପକ

ଦିଗପହଣ୍ଡି,୩୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଏକ କଲେଜର ଜଣେ ଯୁକ୍ତ ୨ ଦ୍ୱିତୀୟବର୍ଷ ବିଜ୍ଞାନ ଛାତ୍ରୀଙ୍କୁ ସେହି କଲେଜର ଜଣେ ଡାଟା ଏଣ୍ଟ୍ରି ଅପରେଟର ଦେବବ୍ରତ ସାହୁ ଯୌନ ଶୋଷଣ କରିଥିବା ଅଭିଯୋଗ ହୋଇଛି। ଦେବବ୍ରତଙ୍କୁ ସାନଖେମୁଣ୍ଡି ବ୍ଲକ ଅଧିନ ଏକ କଲେଜର ଗଣିତ ଅଧ୍ୟାପକ ରାମ ସ୍ବରୂପ ପାଣିଗ୍ରାହୀ ସହଯୋଗ କରିଥିବା ନେଇ ଛାତ୍ରୀଜଣଙ୍କ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୨୭୦/୨୫ ଅନୁଯାୟୀ ଉଭୟ ଙ୍କ ନାଁ ରେ ମକଦ୍ଦମା ରୁଜୁ କରି ଥାନା ଏସ.ଆଇ ସୋଫିଆ ମିଶ୍ରଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ପ୍ରଗତି ଟ୍ୟୁଟୋରିଆଲରେ ଛାତ୍ରୀ ଜଣକ ଟ୍ୟୁଶନ ଯାଉଥିଲେ। ଟ୍ୟୁଶନ ପରିଚାଳକ ଦେବବ୍ରତ ଛାତ୍ରୀଙ୍କୁ ବିଳମ୍ବିତ ରାତିରେ ବାରମ୍ବାର ଫୋନ କରୁଥିଲେ। ଟ୍ୟୁଶନ ସରିବା ପରେ ଦେବବ୍ରତ ଛାତ୍ରୀଙ୍କୁ ନିୟମିତ ବ୍ୟବଧାନରେ ଅସଦାଚରଣ କରୁଥିଲେ। ଗଣିତ ଅଧ୍ୟାପକ ରାମସ୍ବରୁପ ତାଙ୍କୁ ସମର୍ଥନ କରିବା ସହ ଘଟଣା ବାହାରେ ପ୍ରକାଶ କଲେ ଉଭୟେ ତାଙ୍କୁ ହତ୍ୟା ପାଇଁ ଧମକ ଦେଇଥିଲେ ବୋଲି ଏତଲା ରେ ଉଲ୍ଲେଖ ରହିଛ। ଛାତ୍ରୀ ଜଣକ ଏନେଇ ପରିବାର ଲୋକଙ୍କୁ ଜଣାଇବା ପରେ ଛାତ୍ରୀଙ୍କ ଭାଇ ଓ ସମ୍ପର୍କୀୟ ଲୋକେ ବୁଧବାର ଡେଙ୍ଗାଓସ୍ତା ଗ୍ରାମ ମୁଖ୍ୟରାସ୍ତା ରେ ଅଧ୍ୟାପକ କଲେଜରୁ ଫେରୁଥିବା ବେଳେ ତାଙ୍କ କାରକୁ ଅଟକାଇ ଆକ୍ରମଣ କରିବା ସହ କାରଟିକୁ ଭଙ୍ଗାରୁଜା କରିଥିବା ଜଣାପଡିଛି। ଏନେଇ ଅଧ୍ୟାପକ ଜଣକ ଛାତ୍ରୀଙ୍କ ଭାଇ ଓ ତାଙ୍କ ସହଯୋଗୀଙ୍କ ନାଁରେ ପାଟପୁର ଥାନାରେ ଏତଲା ଦେଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?